ପୁଣି ମାଓବାଦୀଙ୍କ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ, ୨ଜଣ DRG ଯବାନ ଗୁରୁତର
ମାଲକାନଗିରି(କେନ୍ୟୁଜ): ମାଓବାଦୀଙ୍କ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ। ଦୁଇ DRG ଯବାନ ଗୁରୁତର। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ନାରାୟମପୁର ଜିଲ୍ଲାରେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ୍ ବିସ୍ପୋରଣରେ ୨ ଜଣ ଜବାନ ଗୁରୁତର ହୋଇଥିବା ବସ୍ତର IG ସୁନ୍ଦରରାଜ ପି ସୂଚନା ଦେଇଛନ୍ତି।…