ଲତା ମଙ୍ଗେସ୍କର୍ଙ୍କ ସ୍ମୃତିରେ ଅଯୋଧ୍ୟାରେ ୪୦ ଫୁଟ୍ର ବୀଣା ସ୍ଥାପନ, ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ : ଆଜି ହେଉଛି ସ୍ୱର୍ଗତ କିମ୍ବଦନ୍ତୀ ଗାୟିକା ଲତା ମଙ୍ଗେସକରଙ୍କ ଜନ୍ମଦିନ। ୯୩ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନପୂର୍ବକ ଉତ୍ତର ପ୍ରଦଶେର ଅଯୋଧ୍ୟା ନଗରୀ ଦେଇ ପ୍ରବାହିତ ସରଯୂ ନଦୀ ତୀର ଅନ୍ତର୍ଗତ ଏକ ପ୍ରମୁଖ ଛକରେ ୧୪ ଟନ୍ ଓଜନବିଶିଷ୍ଟ ଗୋଟାଏ ୪୦ ଫୁଟ୍ ଲମ୍ବ ଓ ୧୨…