ଏହି ସ୍ଥାନରେ ଶେଷଥର ପାଇଁ ତପସ୍ୟା କରିଥିଲେ ଲକ୍ଷ୍ମଣ, ଜାଣନ୍ତୁ କଣ ରହିଛି ଏହାର ମହତ୍ତ୍ୱ
ଋକ୍ ବେଦରେ ଉତ୍ତରାଖଣ୍ଡକୁ ଦେବଭୂମି ରୂପେ ଉଲ୍ଲେଖ କରାଯାଇଛି। ଏହି ପବିତ୍ର ଭୂମିକୁ ମନୁଷ୍ୟଙ୍କ ପୂର୍ଣ୍ଣ କର୍ମ ଭୂମି କୁହାଯାଇଛି। କଣ ଆପଣ ଜାଣିଛନ୍ତି କି ମର୍ଯ୍ୟାଦାପୁରୁଷୋତ୍ତମ ଭଗବାନ ରାମଙ୍କ ସାନ ଭାଇ ଭଗବାନ ଲକ୍ଷ୍ମଣଙ୍କର ମଧ୍ୟ ଉତ୍ତରାଖଣ୍ଡ ସହ ସଂଯୋଗ ରହିଥିଲା। ଲକ୍ଷ୍ମଣ ନିଜର ଶେଷ…