ଆଜିଠୁ କୋରାପୁଟରେ ଗଡ଼ିବ ଲକ୍ଷ୍ମୀ ବସ୍ , ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ
କୋରାପୁଟ (କେନ୍ୟୁଜ): ଆଜିଠୁ କୋରାପୁଟ ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍ । ଜିଲ୍ଲାରେ ବସ୍ ସେବାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସିଂରେ ଏହାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । କୋରାପୁଟ ଜିଲ୍ଲାର ୧୦ଟି ବ୍ଲକର ପ୍ରାୟ ୫୦ଟି ରୁଟରେ ଚଳାଚଳ କରିବ ୪୫ଟି…