ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ମିଛ : ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ
ଭୁବନେଶ୍ବର : ପୁରୀ ଶ୍ରୀମନ୍ଦିରରୁ ଯାଇନି ବଳକା ଦାରୁ । ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ମିଛ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ବଳକା ଦାରୁରେ ଅଢ଼େଇ ଫୁଟ ମୂର୍ତ୍ତି ନିର୍ମାଣ ଅସମ୍ଭବ । ମହାରଣା ସେବକଙ୍କ ସହ ଆଲୋଚନା ପରେ ଏହା ସ୍ପଷ୍ଟ ହୋଇଛି । ଦାରୁ ବାହାରେ…