LIC ରେ ଖାଲିପଡିଛି ୩୦୦ ଆସିଷ୍ଟାଣ୍ଟ ଆଡମିନିଷ୍ଟ୍ରେଟିଭ ଅଫିସର ପଦବୀ, ଗ୍ରାଜୁଏସନ କରିଥିଲେ ତୁରନ୍ତ କରନ୍ତୁ ଆବେଦନ
ଭାରତୀୟ ଜୀବନ ବୀମା ନିଗମ(LIC) ରେ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ । LIC ରେ ଖାଲିପଡିପଥିବା ପଦବୀରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି। ଏଲଆଇସିରେ ଆସିଷ୍ଟାଣ୍ଟ ଆଡମିନିଷ୍ଟ୍ରେଟିଭ ଅଫିସର ପଦବୀ ପାଇଁ ଆବେଦନ ଗ୍ରହଣ କରୁଛି । ଯେଉଁମାନେ ଆବେଦନ କରିବାକୁ ଇଚ୍ଛୁକ ସେମାନେ ଆବେଦନ…