Browsing Tag

lingaraj shivratri

ମହାଶିବରାତ୍ରି ପାଇଁ ପ୍ରସ୍ତୁତି ବୈଠକ, ରାତି ୧୦ରୁ ୧୦ଟା ୩୦ ଭିତରେ ଉଠିବ ମହାଦୀପ

ଭୁବନେଶ୍ୱର (କେନ୍ୟୁଜ): ଚଳିତବର୍ଷ ଲିଙ୍ଗରାଜ ମନ୍ଦିରରେ ମହାଶିବରାତ୍ରୀ ପାଇଁ ପ୍ରଥମ ବୈଠକ ହୋଇଛି  । ପୂର୍ବ ବର୍ଷ ଭଳି ଏ ବର୍ଷ ମଧ୍ୟ ପୂଜା ରୀତିନୀତି ଅନୁସାରେ । ରାତି ୧୦ଟାରୁ ସାଢେ ୧୦ଟା ଭିତରେ ମହାଦୀପ ଉଠିବାକୁ ନିଷ୍ପତ୍ତି ନିଆଯାଇଛି । ମନ୍ଦିର ପ୍ରଶାସନ ସହ ବ୍ରାହ୍ମଣ ନିଯୋଗ,…

ମହାଶିବରାତ୍ରି ପାଇଁ ନୀତିନିର୍ଘଣ୍ଟ: ରାତି ୧୦ରେ ଉଠିବ ମହାଦୀପ

ଭୁବନେଶ୍ୱର (କେନ୍ୟୁଜ): ରାତି ୧୦ଟାରେ ଉଠିବ ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ମହାଦୀପ। ପୂର୍ବବର୍ଷ ପରି ଏଥର ମଧ୍ୟ ଭୋର ୩ଟାରେ ମନ୍ଦିର ଖୋଲାଯାଇ ନୀତିକାନ୍ତି ଆରମ୍ଭ ହେବ। ସେବାୟତଙ୍କ ପରିବାର ଭୋର ୪ଟାରୁ ୫ଟା ମଧ୍ୟରେ ଦର୍ଶନ ପାଇଁ ଉତ୍ତର ଦ୍ୱାର ଦେଇ ଆସିପାରିବେ। ସେହିପରି ପାସ୍‌ଧାରୀ…

ଏବର୍ଷ ବି କୋଭିଡ କଟକଣା ଭିତରେ ପାଳନ ହେବ ମହାଶିବରାତ୍ରି, ମହାପ୍ରଭୁ ଲିଙ୍ଗରାଜଙ୍କଠାରେ ରାତି ୧୦ ଟାରେ ଉଠିବ ମହାଦୀପ

ଭୁବନେଶ୍ବର(କେନ୍ଯୁଜ୍): ଏବର୍ଷ ମଧ୍ୟ କୋଭିଡ କଟକଣା ଭିତରେ ପାଳନ ହେବ ମହାଶିବରାତ୍ରି । ମହାପ୍ରଭୁ ଲିଙ୍ଗରାଜଙ୍କଠାରେ ରାତି ୧୦ ଟାରେ ଉଠିବ ମହାଦୀପ । ଗତକାଲି ଲିଙ୍ଗରାଜ ଟ୍ରଷ୍ଟ ବୋର୍ଡର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଶାନ୍ତି ଶୃଙ୍ଖଳାର ସହ ଜାଗର ଯାତ୍ରା ପାଇଁ…

ଆଉ ଦିନକ ପରେ ମହାଶିବରାତ୍ରି: ବିବାଦ ମଝିରେ ଅଟକି ରହିଛି ଲିଙ୍ଗରାଜ ଓ କପିଳନାଥଙ୍କ ଭେଟଘାଟ ହେବାର ପରମ୍ପରା

ଭୁବନେଶ୍ବର: ଆଉ ଦିନକ ପରେ ମହାଶିବରାତ୍ରି । ମହାପ୍ରଭୁ ଲିଙ୍ଗରାଜଙ୍କ ମହାଶିବରାତ୍ରି ପାଳନ ପାଇଁ ମନ୍ଦିର ପ୍ରଶାସନର ସମନ୍ଵୟ ବୈଠକ ଅନୁଷ୍ଠିତ ହୋଇଛି। ଶିବରାତ୍ରି ସମୟରେ ଲିଙ୍ଗରାଜ ଓ କପିଳନାଥଙ୍କ ଭେଟଘାଟ ହେବାର ପରମ୍ପରା ରହିଛି। ତେବେ ବାରମ୍ବାର ଏଥିରେ ବ୍ୟତିକ୍ରମ ହୋଇଛି। ସମନ୍ଵୟ…