ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ପ୍ରସଙ୍ଗରେ ଥାନାରେ ଏତଲା, କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ନାଁରେ ଲିଖିତ ଅଭିଯୋଗ
ଭୁବନେଶ୍ୱର: ମକର ସଂକ୍ରାନ୍ତି ସମୟରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ପ୍ରସଙ୍ଗରେ ଥାନାରେ ଏତଲା । ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ନାମରେ ଥାନାରେ ଏତଲା ଦିଆଯାଇଛି । କାର୍ଯ୍ୟରେ ଅବହେଳା ଯୋଗୁଁ ଉପାସରେ ରହିଲେ ପ୍ରଭୁ ଲିଙ୍ଗରାଜ ଓ ବନ୍ଦ ହେଲା ନୀତିକାନ୍ତି । ଏନେଇ…