ଲିଙ୍ଗରାଜ ମନ୍ଦିର ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ ଘୋଷଣା
ଭୁବନେଶ୍ବର (କେନ୍ୟୁଜ୍) : ଶ୍ରୀ ଲିଙ୍ଗରାଜ ମନ୍ଦିର ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ ଘୋଷଣା। ଗୌରବମୟ ଐତିହ୍ୟର ଉପଯୁକ୍ତ ସଂରକ୍ଷଣ ପାଇଁ ରାଜ୍ୟ ସରକାର ୬୬ ଏକର ପରିବ୍ୟାପ୍ତ ଏକାମ୍ରକ୍ଷେତ୍ର ଯୋଜନା ଆରମ୍ଭ କରିବେ। ଏହା ଅଧୀନରେ ୯ଟି ପ୍ରକଳ୍ପ କାର୍ଯ୍ୟକାରୀ…