Browsing Tag

Liquor shops

ଆସିଲା ନୂଆ ୩ ବର୍ଷିଆ ଅବକାରୀ ନୀତି, ଗ୍ରାମାଞ୍ଚଳରେ ନୂଆ ମଦ ଦୋକାନ ଖୋଲିବା ନିମନ୍ତେ ଅନୁମତି ନାହିଁ

ଭୁବନେଶ୍ୱର : ଆସିଲା ନୂଆ ୩ ବର୍ଷିଆ ଅବକାରୀ ନୀତି । ୧ ଏପ୍ରିଲରୁ ଲାଗୁ ହେବ । ନୂଆ ନୀତି ଅନୁଯାୟୀ ରାଜ୍ୟରେ ନୂଆ OFF କିମ୍ବା OS ଦୋକାନ ଖୋଲିବା ନିମନ୍ତେ ଅନୁମତି ଦିଆଯିବ ନାହଁ । ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା । ଗ୍ରାମୀଣ ଅଞ୍ଚଳରେ ମଧ୍ୟ ନୂଆ ମଦ ଦୋକାନ…

ରାଜ୍ୟରେ ଖୋଲିବ ୭୦ଟି ମଦ ଦୋକାନ, ବାଲେଶ୍ୱରରେ ସର୍ବାଧିକ

ଭୁବନେଶ୍ୱର : ରାଜ୍ୟରେ ୭୦ଟି ମଦ ଦୋକାନ ବନ୍ଦ ରହିଥିଲା । ଏହାକୁ ଖୋଲିବା ପାଇଁ ରାଜ୍ୟ ସରକାରଙ୍କ ଅବକାରୀ ବିଭାଗ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଛି। ସେଥିମଧ୍ୟରୁ ବାଲେଶ୍ୱରରେ ସର୍ବାଧିକ ୧୭ ମଦ ଦୋକାନ ବନ୍ଦ ରହିଥିବା ଜଣାପଡ଼ିଛି । ସେହିପରି ଗଞ୍ଜାମରେ ୧୦, ବଲାଙ୍ଗୀର ୨, ବ୍ରହ୍ମପୁର ୪,…

ଆଇନ୍ ମନ୍ତ୍ରୀଙ୍କ ବଡ ବୟାନ, ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ

ଭୁବନେଶ୍ୱର : ରାଜ୍ୟରେ ଖୋଲିବନି ଆଉ ନୂଆ ମଦ ଦୋକାନ । ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ବଡ ବୟାନ ।  ସରକାର ଏନେଇ ନିଷ୍ପତ୍ତି ନେଇଛନ୍ତି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ଯେ , ଚୋରା ମଦ କିପରି ବନ୍ଦ ହେବ ସେନେଇ ବଡ ଚ୍ୟାଲେଞ୍ଜ ରହିଛି ।  ଆଗାମୀ…

ଏବେ ଚଢା ଦାମ୍‌ରେ ମଦ ବିକ୍ରି କଲେ ଗଣିବେ ଫାଇନ, ଦୋକାନୀ ଦେବେ ୨୦ ଲକ୍ଷ ଟଙ୍କା

କଟକ (କେନ୍ୟୁଜ): ମହଙ୍ଗା ପଡ଼ିଲା ଚଢ଼ା ଦରରେ ମଦବିକ୍ରି କରିବା। ବୋତଲ ପ୍ରତି ୧୦ ଟଙ୍କା ଅଧିକ ନେଇ ୨୦ ଲକ୍ଷ ଟଙ୍କାର ତଣ୍ଡ ଗଣିଲେ ମଦ ଦୋକାନୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ଗୋଡିସାହି ଫାଣ୍ଡି ନିକଟସ୍ଥ ରାମଦାସପୁରରେ ଥିବା ଏକ ମଦ କାଉଣ୍ଟରରେ । କିଛି ଦିନ ତଳେ ରାମଦାସପୁର…