ରାଜ୍ୟରେ ଆଜିଠାରୁ ଆରମ୍ଭ ତୃତୀୟ ପର୍ଯ୍ୟାୟ ଲକ୍ଡାଉନ୍, ଆହୁରି କଡାକଡି ହୋଇଛି କଟକଣା
ଭୁବନେଶ୍ବର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ତୃତୀୟ ପର୍ଯ୍ୟାୟ ଲକ୍ଡାଉନ୍। ଜୁନ ୧୭ ତାରିଖ ସକାଳ ୫ଟା ଯାଏ ଲକଡାଉନ ବଳବତ୍ତର ରହିବ । ଶନିବାର ଓ ରବିବାର ସପ୍ତାହାନ୍ତ ସଟଡାଉନ୍ ଜାରି ରହିବ । ଆଜି ସକାଳ ୫ଟା ପର୍ଯ୍ୟନ୍ତ ବଳବତ୍ତର ରହିଥିଲା ଦ୍ୱିତୀୟ ପର୍ଯ୍ୟାୟ ଲକ୍ଡାଉନ୍।…