ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ବିରୋଧୀ ପ୍ରସ୍ତୁତ, ରାହୁଲ ଗାନ୍ଧିଙ୍କୁ…
ନୂଆଦିଲ୍ଲୀ : ବିରୋଧୀ ଦଳ ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିପାରନ୍ତି । ବିପକ୍ଷ ଦଳ ଏଥିପାଇଁ ପ୍ରସ୍ତୁତି ଜୋରଦାର କରିଛନ୍ତି । ଲୋକସଭାରେ ଜାରି ରହିଛି ପ୍ରବଳ ହଟ୍ଟଗୋଳ । ବିରୋଧୀଙ୍କୁ ଗୃହରେ କହିବାକୁ ସୁଯୋଗ ମିଳୁନଥିବାର ପ୍ରବଳ ହୋହଲ୍ଲାରେ ଗୃହ…