ଜାଗର ପାଇଁ ସଜେଇ ହୋଇଛି ବାବା ଲୋକନାଥଙ୍କ ପୀଠ, ଭୋର ୩ଟାରେ ଉଠିବ ମହାଦୀପ
ମହା ଶିବରାତ୍ରି ଅବସରରେ ଚଳଚଞ୍ଚଳ ପୁରୀର ବାବା ଲୋକନାଥଙ୍କ ପୀଠ । ବାବା ଲୋକନାଥଙ୍କୁ ଦର୍ଶନ ଓ ଜଳାଭିଷେକ କରିବା ଲାଗି ବିଭିନ୍ନ ସ୍ଥାନରୁ ଭକ୍ତଙ୍କ ଭିଡ଼ ଜମିଛି । ରାତ୍ର ୧୨ଟା ୩୦ରୁ ପହୁଡ଼ ଓ ଦ୍ବାରଖୋଲା, ରାତ୍ର ୧ ଘଟିକାରୁ ୪ଟା ମଧ୍ୟରେ ମଙ୍ଗଳ ଆରତୀ, ଅବକାଶ, ସୂର୍ଯ୍ୟ ପୂଜା, ଭୋର ୪…