ଆଜି ଅଗ୍ରପୂଜ୍ୟ ଗଜାନନଙ୍କ ପୂଜା, ଗଣପତିଙ୍କ ପୂଜାର୍ଚ୍ଚନା ଲାଗି ଚଳଚଞ୍ଚଳ ପୁରପଲ୍ଲୀ
ବିରାଜମାନ ହେଲେ ଅଗ୍ରପୂଜ୍ୟ ଭଗବାନ ଗଣେଶ । ଶ୍ରୀ ଗଣେଶଙ୍କ ପୂଜାର୍ଚ୍ଚନା ପାଇଁ ଗାଁ ରୁ ସହର ଯାଏ ସବୁଠି ଉତ୍ସବମୁଖର । ଭଗବାନ ଗଣେଶଙ୍କ ପୂଜାର୍ଚ୍ଚନା ପାଇଁ ଚାରିଆଡ଼େ ଉତ୍ସାହ ଦେଖାଯାଇଛି । ସ୍କୁଲ, କଲେଜ, କାର୍ଯ୍ୟାଳୟ, ବଜାରରେ ଗଣେଶ ପୂଜାର ଆୟୋଜନ ହେଉଛି । ଆଜି ଗଶେଶ ଚତୁର୍ଥୀ ଅବସରରେ…