ଗଜପତି : ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ମିଳିଲେ ପ୍ରେମୀ ଯୁଗଳ, ମୃତ୍ୟୁ ସନ୍ଦେହଜନକ
ଗଜପତି (କେନ୍ୟୁଜ୍) : ଗଜପତି ଜିଲ୍ଲାରେ ଆଜି ଘଟିଯାଇଛି ଏକ ଅଭାବନୀୟ ଘଟଣା । ପ୍ରେମୀ ଯୁଗଳ ଦୁହେଁ ଏକ ଘରେ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ମୃତ ଅବସ୍ଥାରେ ମିଳିଛନ୍ତି । ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।
ସୂଚନାନୁଯାୟୀ, ଗଜପତି ଜିଲ୍ଲା ଗୁରାଣ୍ଡି ଥାନା ଅନ୍ତର୍ଗତ…