Browsing Tag

low pressure

Low-Pressure: ରାତି ସାରା ଢାଳୁଛି, ଦିନସାରା ବର୍ଷିବ, ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାତି ସାରା ଢାଳୁଛି, ଦିନସାରା ବର୍ଷିବ । ପଛକୁ ପଛ ଲଘୁଚାପ । ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ କ୍ଷେତ୍ର । ଆଗାମୀ ଦୁଇ ଦିନ ଭିତରେ ଆହୁରି ଘନୀଭୂତ ହେବ । ଏହାର ପ୍ରଭାବରେ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷିବ ।…

low-pressure: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ସୃଷ୍ଟି ହେଲା ଲଘୁଚାପ । ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ଦୁଇ ଦିନ ଭିତରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ପ୍ରଭାବରେ ୨୯ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା…

ଆସୁଛି ଆଉ ଏକ ଲଘୁଚାପ, ୨୯ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ବଙ୍ଗୋପସାଗର ସଂଲଗ୍ନ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ । ଏହାର ପ୍ରଭାବରେ ୩ରୁ ୬ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରବଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ୨୯ ତାରିଖ…

ରାଜ୍ୟରେ ଆହୁରି ୫ ଦିନ ଯାଏ ବର୍ଷିବ, ଆଜି ୧୧ଟି ଜିଲ୍ଲାକୁ ସତର୍କ ସୂଚନା ଜାରି

Low pressure ଭୁବନେଶ୍ୱର : ରାଜ୍ୟରେ ଆହୁରି ୫ ଦିନ ଯାଏ ବର୍ଷିବ । ଆସନ୍ତା ୨୪ରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଦୁଇ ଦୁଇଟି ଟ୍ରପ ଲାଇନ ପ୍ରଭାବରେ ରାଜ୍ୟରେ ଵର୍ଷା ଲାଗି ରହିଥିବା ବେଳେ ଏଯାଏ ଲଘୁଚାପ ନେଇ କୌଣସି ପୂର୍ବାନୁମାନ କରାଯାଇନାହିଁ । ଆଜି ପାଇଁ ପ୍ରବଳ ବର୍ଷା…

Low-Pressure: ବାହୁଡ଼ାରେ ଲଘୁଚାପ, ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ

ଭୁବନେଶ୍ବର: ବାହୁଡ଼ାରେ ଲଘୁଚାପ । ପୁଣି ବର୍ଷାରେ ଭିଜିବ ଓଡ଼ିଶା । ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ । ଆସନ୍ତା ୨୪ରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ତେବେ ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହେବ କି…

୨୪ ତାରିଖ ଯାଏ ବର୍ଷା ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ୱର : ପୁଣି ବର୍ଷାରେ ଭିଜିବ ଓଡ଼ିଶା । ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ । ଆସନ୍ତା ୨୪ରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।  ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ତେବେ ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହେବ କି ନାହିଁ ତାହା…

ଦୁର୍ବଳ ହେଉଛି ଲଘୁଚାପ, ବର୍ଷାରେ ଭିଜିବ ୭ ଜିଲ୍ଲା

ଭୁବନେଶ୍ବର: ରାଜ୍ୟରେ ଧୀରେ ଧୀରେ ଦୁର୍ବଳ ହେଉଛି ଲଘୁଚାପ । ତେବେ ଲଘୁଚାପର ପ୍ରଭାବରେ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ଜାରି ରହିବ । ଦୁର୍ବଳ ହେଉଛି ଲଘୁଚାପ, ବର୍ଷାରେ ଭିଜିବ ୭ ଜିଲ୍ଲା । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ ଓ ନୂଆପଡ଼ାର କିଛି ସ୍ଥାନରେ…

ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି, ୬ ଜିଲ୍ଲା ଗୁଡ଼ିକୁ ସତର୍କ

ଭୁବନେଶ୍ୱର : ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହା ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଏକ 'ସୁଦୃଶ୍ୟ ଲଘୁଚାପ ବଳୟ' ସକ୍ରିୟ ରହିଛି । ଆଗାମୀ ୨ ଦିନ ମଧ୍ୟରେ ଏହି ସିଷ୍ଟମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା ଏବଂ…

କାଲି ଦାନା ବାନ୍ଧିବ ଲଘୁଚାପ, ୧୭ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: କାଲି ଲଘୁଚାପ । ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଉତ୍ତରବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ । ପ୍ରଭାବରେ ୨୪ ଘଣ୍ଟାରେ ଉତ୍ତରବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ପଶ୍ଚିମ ବାଂଲାଦେଶ ଉପକୂଳରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି ।…

ପୁଣି ରାଜ୍ୟରେ ସକ୍ରିୟ ମୌସୁମୀ ବାୟୁ, ୫ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର : ୨ ଦିନ ଧରି ଧୂଆଁଧାର ବର୍ଷା! । ରାଜ୍ୟରେ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଏବଂ ଆସନ୍ତାକାଲି ବିଭିନ୍ନ ପ୍ରାନ୍ତରେ ପ୍ରବଳ ବର୍ଷା, ଘଡ଼ଘଡ଼ି ଏବଂ ପ୍ରବଳ ପବନ ହେବାର ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ଓ…

ପୁଣି ଘାରିଲାଣି ଲଘୁଚାପ ଭୟ, ୧୦ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ପୁଣି ଘାରିଲାଣି ଲଘୁଚାପ ଭୟ । ୧୦ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ୧୫ ତାରିଖ ସୁଦ୍ଧା ଉତ୍ତର ବଂଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ । ପାଣିପାଗ ବିଜ୍ଞାନୀଙ୍କ ଆକଳନ ମୁତାବକ, ଆସନ୍ତା ୧୦ ଦିନ ପର୍ୟ୍ୟନ୍ତ ବର୍ଷା ଲାଗିରହିବ। ୨୧ ତାରିଖ ପର୍ଯ୍ୟନ୍ତ…

ବଙ୍ଗୋପସାଗରରେ ଅବପାତ ସକ୍ରିୟ, ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ବଙ୍ଗୋପସାଗରରେ ସକ୍ରିୟ ରହିଛି ସୃଷ୍ଟି ହୋଇଥିବା ଅବପାତ । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି ।  ଏହାର କେନ୍ଦ୍ରସ୍ଥଳ ବାଲେଶ୍ୱରର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରୁ ପ୍ରାୟ ୫୦ କିମି ଏବଂ ଚାନ୍ଦବାଲିର ଉତ୍ତରପୂର୍ବ ଦିଗରୁ ପ୍ରାୟ ୬୦ କିମି ଦୂରରେ ରହିଛି। ଏହି ଲଘୁଚାପ…