Browsing Tag

low pressure area

Low-Pressure: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ, କାଲି ସୃଷ୍ଟି ହେବ ଲଘୁଚାପ

ଭୁବନେଶ୍ବର: କାଲି ଲଘୁଚାପ । ଉତ୍ତର ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ବାୟୁମଣ୍ଡଳରରୁ ପ୍ରାୟ ୫.୮ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଥିବା ସୂଚନା ମିଳିଛି । ପ୍ରଭାବରେ ଆସନ୍ତାକାଲି ଉତ୍ତରବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ…

Rain :ରାଜ୍ୟରେ ବଢ଼ିବ ବର୍ଷର ପରିମାଣ, ପଛକୁ ପଛ ଆସୁଛି ୨ଟି ଲଘୁଚାପ

ଭୁବନେଶ୍ୱର : ରାଜ୍ୟରେ ବଢ଼ିବ ବର୍ଷର ପରିମାଣ । ପଛକୁ ପଛ ଆସୁଛି ୨ଟି ଲଘୁଚାପ । ଆସନ୍ତା ୯ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି। ୧୦ ତାରିଖ ବେଳକୁ ଏହା ଲଘୁଚାପର ରୂପ ନେଇପାରେ। ପ୍ରଭାବରେ ୯ ତାରିଖରୁ ଉତ୍ତରଓଡ଼ିଶା ଓ ଉତ୍ତର ଉପକୂଳବର୍ତ୍ତି ଓଡ଼ିଶାରେ…

Low-pressure : ବଙ୍ଗୋପସାଗରରେ ସୃଷ୍ଟିହେଲା ଲଘୁଚାପ, ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟିହେଲା ଲଘୁଚାପ । ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେଲା । ପଶ୍ଚିମବଙ୍ଗ ଓ ବାଂଲାଦେଶ ସଂଲଗ୍ନ ଅଞ୍ଚଳରେ ଏହି ଲଘୁଚାପ ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ଓଡ଼ିଶା, ପଶ୍ଚିମବଙ୍ଗ ଓ ଆନ୍ଧ୍ରରେ ପ୍ରବଳ ବର୍ଷା ପୂର୍ବାନୁମାନ କକରିଛି ପାଣି ପାଗ…

Low Pressure: ବନ୍ୟାଞ୍ଚଳରେ ଆଉ ତ୍ରାହୀ ନାହିଁ, ଆଜି ଅବପାତ ରୂପ ନେବା ସମ୍ଭାବନା

ଭୁବନେଶ୍ବର: ବର୍ଷୁଛି ଆହୁରି ବର୍ଷିବ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେଉଛି। ଆଜି ଅବପାତର ରୂପ ନେଇ ପାରେ। ଉତ୍ତର ଓଡ଼ିଶା ପାଇଁ ବଡ଼ ବର୍ଷା ବିପଦ ରହିଛି। ଗତକାଲି ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିଲା। ଆଜି ମଧ୍ୟ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ରାହିଛି। କିଛି…

Low Pressure: କାଲିଠୁ ପୁଣି ଲଘୁଚାପ! ୫ ଦିନ ଭିଜିବ ଓଡ଼ିଶା

ଭୁବନେଶ୍ବର: କାଲିଠୁ ପୁଣି ଲଘୁଚାପ ! । ଭିଜିବ ଓଡ଼ିଶା। ୫ ଦିନ ପ୍ରବଳ ବର୍ଷା । ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ…

Heavy Rain: ଆସୁଛି ଲଘୁଚାପ, ପ୍ରବଳ ବର୍ଷା ଆଶଙ୍କା, ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ବର: ଆସୁଛି ଲଘୁଚାପ, ପ୍ରବଳ ବର୍ଷିବ । ବଙ୍ଗୋପସାଗରର ଦାନା ବାନ୍ଧୁଛି ଲଘୁଚାପ । ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନବର୍ତ୍ତୀ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ । ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହବ। ରାଜ୍ୟରେ ବନ୍ୟା ନ ଯାଉଣୁ ଲଘୁଚାପ…

Weather Alert: ଓଡ଼ିଶା ଉପକୂଳରେ ଅବପାତ, ୨୭ରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା

ଭୁବନେଶ୍ବର: ଓଡ଼ିଶା ଉପକୂଳରେ ଅବପାତ । ୨୭ରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା । ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ବ୍ୟାପକ ବର୍ଷା ସମ୍ଭାବନା । ଅବପାତଟି ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି।  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅଧିକ ଶକ୍ତିଶାଳୀ ହୋଇ ଗଭୀର ଅବପାତ ରୂପ ନେବ ।…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ, ବର୍ଷାରେ ଭିଜିବ ରଥଯାତ୍ରା

ଭୁବନେଶ୍ୱର : ବର୍ଷାରେ ଭିଜିବ ରଥଯାତ୍ରା । ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ବା ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ । ଉତ୍ତର ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ପ୍ରଭାବରେ ରାଜ୍ୟରେ ଲାଗି ରହିବ ପ୍ରବଳ ବର୍ଷା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଉତ୍ତରଓଡ଼ିଶା ନିକଟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତନରୁ ୭.୬ କିମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି । ଆସନ୍ତା ୨ରୁ ୩ ଦିନ…

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସ୍ପଷ୍ଟ ଚିହ୍ନିତ, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଦୁଇ ଦିନ ରାଜ୍ୟରେ ବର୍ଷା । ବଜ୍ରପାତ ଓ ଝଡ଼ ତୋଫାନ ପାଇଁ ଆଞ୍ଚଳିକ ପାଣିପାଗ ବିଭାଗର ସତର୍କତା ସୂଚନା । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସ୍ପଷ୍ଟ ଚିହ୍ନିତ ହୋଇଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ । ୧୫ ଜିଲ୍ଲାରେ ଘଡ଼ଘଡ଼ି ସହ…

୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା, ୧୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସ୍ପଷ୍ଟ ଚିହ୍ନିତ ହୋଇଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ । ୧୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା…

ଆସନ୍ତା ୧୭ ତାରିଖରେ ଲଘୁଚାପ ସମ୍ଭାବନା, ପ୍ରଭାବ ଓଡ଼ିଶା ଉପରେ ରହି ନପାରେ

ଭୁବନେଶ୍ୱର : ଆସନ୍ତା ୧୭ ତାରିଖରେ ଲଘୁଚାପ ସମ୍ଭାବନା । ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପୂର୍ବାନୁମାନ କରିଛନ୍ତି ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ ନିକଲସ । ଏହାର ପ୍ରଭାବରେ ଆନ୍ଧ୍ରପଦେଶ, ତାମିଲନାଡୁ, ପୁଡୁଚେରୀରେ ଏବଂ କେରଳରେ ବର୍ଷା ହୋଇପାରେ । ତେବେ…