୨୭ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ସାଇକ୍ଲୋନିକ ଷ୍ଟର୍ମ, ବାତ୍ୟାର ନାଁ ରହିବ ମୋନ୍ଥା
ଭୁବନେଶ୍ୱର : ପୁଣି ଅକ୍ଟୋବରରେ ବାତ୍ୟା । ୨୭ରେ ବାତ୍ୟା ସମ୍ଭାବନା । ୨୭ ତାରିଖ ସକାଳେ ବଙ୍ଗୋପସାଗରରେ ସୃଷ୍ଟି ହେବ ସାଇକ୍ଲୋନିକ ଷ୍ଟର୍ମ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଆଜି ଅବପାତରେ ପରିଣତ…