Browsing Tag

low pressure at bay of bengal

ସୃଷ୍ଟି ହେଲା ଲଘୁଚାପ, ୩ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ହେବ ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ସୃଷ୍ଟି ହେଲା ଲଘୁଚାପ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଆଗାମୀ ୪୮ ଘଣ୍ଟାରେ ଏହା ସୁଦୃଶ୍ୟ ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି । ପରେ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ମୁହାଁ ହେବ ଏହି ଲଘୁଚାପ କ୍ଷେତ୍ର। ଏହାର…

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ଆଣୁଛି ବଡ଼ ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ଆସୁଛି ଲଘୁଚାପ, ଆଣୁଛି ବଡ଼ ବର୍ଷା। ଆସନ୍ତା ୨୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟାରେ ଉତ୍ତର ଆଣ୍ଡାମାନ ସାଗର ପାର୍ଶ୍ବବର୍ତ୍ତୀ ପୂର୍ବ…

ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ପରବର୍ତ୍ତୀ ୪୮ ଘଣ୍ଟାରେ ଲଘୁଚାପରେ ପରିଣତ ହେବ

ଭୁବନେଶ୍ୱର (କେନ୍ୟୁଜ): ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ ଘଣ୍ଟାରେ ଲଘୁଚାପରେ ପରିଣତ ହେବ । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜିଠୁ ରାଜ୍ୟରେ ବିସ୍ତୃତ ବର୍ଷା ହୋଇପାରେ। ଉପକୂଳ ଓଡ଼ିଶା ସମେତ ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି।…

ଆସୁଛି ଲଘୁଚାପ ! ଡରାଉଛି ମେ’ରେ ବାତ୍ୟା ଭୟ

ଭୁବନେଶ୍ୱର (କେନ୍ୟୁଜ): ମେ' ମାସରେ ଭୀଷଣ ତାତି ଅନୁଭୂତ ହେବ । ଅଧିକାଂଶ ସ୍ଥାନରେ ସ୍ୱାଭାବିକଠାକୁ ଅଧିକ ରହିବ ପାରଦ । ଭାରତୀୟ ପାଣିପାଗ ବିଭାଗ ଏମିତି ପୂର୍ବାନୁମାନ କରିଛି । ଓଡ଼ିଶାରେ ମେ ମାସରେ ସ୍ୱାଭାବିକଠାରୁ ଅଧିକ ରହିପାରେ ତାପମାତ୍ରା । ଅଧିକ ହେବ ଗରମ । ସ୍ୱାଭାବିକଠାରୁ ଅଧିକ…

ପୁଣି ଲଘୁଚାପ, ବଙ୍ଗୋପସାଗରରେ ବଢୁଛି ଲଘୁଚାପ ସଂଖ୍ୟା

ନୂଆଦିଲ୍ଲୀ (କେନ୍ୟୁଜ) : ଲଘୁଚାପ ପରେ ଲଘୁଚାପ। ବଙ୍ଗୋପସାଗରରେ ବଢୁଛି ଲଘୁଚାପ ସଂଖ୍ୟା। ଗତମାସ ଏକାଧିକ ଲୋ ପ୍ରେସର ସୃଷ୍ଟି ହୋଇଥିଲା । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ଏବେ ଅବପାତରେ ପରିଣତ ହୋଇଛି । ଏହି ଡିପ୍ରେସନ ପଶ୍ଚିମଉତ୍ତରପଶ୍ଚିମ ଦିଗରେ ଗତି କରୁଛି । ଆସନ୍ତାକାଲି ଭୋରରୁ…

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ନେଲା ଅବପାତର ରୂପ, ଓଡ଼ିଶା ଉପରେ ନାହିଁ ଏହାର କୌଣସି ପ୍ରଭାବ

ଭୁବନେଶ୍ବର : ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ନେଲା ଅବପାତର ରୂପ । ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ଶ୍ରୀଲଙ୍କା ଓ ଦକ୍ଷିଣ ଭାରତ ଉପକୂଳ ଛୁଇଁବା ପୂର୍ବରୁ ସାଇକ୍ଲୋନିକ ଷ୍ଟର୍ମ ରୂପ ନେଇପାରେ । ଡିସେମ୍ବର ୨ତାରିଖ…

ଲଘୁଚାପ ପରେ ଲଘୁଚାପକୁ ନେଇ ଲୋକେ ଚିନ୍ତାରେ ଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ

କେନ୍ୟୁଜ୍(ବ୍ୟୁରୋ):  ଆସୁଛି ଆଉ ଏକ ଲଘୁଚାପ । ଲଘୁଚାପ ପରେ ଲଘୁଚାପକୁ ନେଇ ଲୋକେ ଚିନ୍ତାରେ ଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ । କେନ୍ଦ୍ରୀୟ ବଙ୍ଗୋପ ସାଗରରେ ୧୯ ତାରିଖ ବେଳକୁ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ୧୮ ଅକ୍ଟୋବର ମଧ୍ୟରେ ଦକ୍ଷିଣ ଚୀନ ସାଗରରୁ ଆଣ୍ଡାମାନ ସାଗର ମଧ୍ୟରେ…

ଆସୁଛି ଆଉ ଏକ ଲଘୁଚାପ: ଆସନ୍ତା ୧୨ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା! ୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ଆସନ୍ତା ୧୩ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା IMD ପକ୍ଷରୁ ସୂଚନା…

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି , ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପକୂଳ ନିକଟରେ ପହଂଚିଛି । ତାହା ପଶ୍ଚିମରୁ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଥିବା ଜଣାଯାଇଛି । ଏହି କାରଣରୁ ନବରଙ୍ଗପୁର ଓ ନୂଆପଡା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବେଗରେ…