Browsing Tag

low pressure coming

ପଛକୁ ପଛ ୨ଟି ଲଘୁଚାପ ! ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଦକ୍ଷିଣ ଓଡ଼ିଶାରେ ସାମାନ୍ଯ ବର୍ଷା…

କେନ୍ୟୁଜ୍: ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଆଗାମୀ ୪ ଦିନ ଯାଏ ଏହାର ପ୍ରଭାବ ରହିବ । ଏହାର ପ୍ରଭାବରେ ଉତ୍ତର ଆଣ୍ଡାମାନ ସାଗର, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର, ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ଖଣ୍ଡ ଖଣ୍ଡ ମେଘ ଘନୀଭୂତ ହେବ । ଆଣ୍ଡାମାନ…

ଆଜି ସୃଷ୍ଟି ହେବ ଲଘୁଚାପ: ୧୨ ତାରିଖ ଯାଏ ଭିଜିବ ଓଡିଶା! ୧୧ ଜିଲ୍ଲାରେ ହେବ ପ୍ରବଳ ବର୍ଷା

ଭୁବନେଶ୍ୱର(କେନ୍ୟୁଜ୍): ଆଜି ସୃଷ୍ଟି ହେବ ଲଘୁଚାପ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳର ୫.୮ କିଲୋମିଟର ଉଚ୍ଚତା ଯାଏ ବ୍ୟାପିଛି । ପ୍ରଭାବରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ…

ପୁଣି ଆସୁଛି ଲଘୁଚାପ: ଆସନ୍ତା ୮ ମଧ୍ୟରେ ଗୋଟିଏ ଓ ୯ରୁ ୧୫ ତାରିଖ ଭିତରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର(କେନ୍ୟୁଜ୍): ଥମିବାର ନା ଧରୁନି ଲଘୁଚାପ। ପଛକୁ ପଛ ଆସିବାରେ ଲାଗିଛି। ତେବେ ଏହାରି ଭିତରେ ପୁଣି ଲଘୁଚାପ ଆସୁଥିବା ନେଇ ସୂଚନା ମିଳିଛି। ୮ ତାରିଖ ମଧ୍ୟରେ ଗୋଟିଏ ଓ ୯ରୁ ୧୫ ତାରିଖ ଭିତରେ ଆଉ ଏକ ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ବଙ୍ଗୋପସାଗରରେ ପଛକୁ…

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ, ଆସନ୍ତା ୩ରୁ୪ ଦିନ ଭିତରେ ହୋଇପାରେ ସୃଷ୍ଟି

ଭୁବନେଶ୍ୱର(କେନ୍ୟୁଜ୍‌): ପୁଣି ଲଘୁଚାପ ସମ୍ଭାବନା । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ । ଆସନ୍ତା ୩/୪ ଦିନ ଭିତରେ ଲଘୁଚାପ ସୃଷ୍ଟି ହୋଇପାରେ । ସମ୍ଭାବ୍ୟ ଲଘୁଚାପ ନେଇ ପୂର୍ବାନୁମାନ କରିଛି IMD । ଆସନ୍ତା ଦୁଇ ସପ୍ତାହ ପାଇଁ IMD ଜାରି କରିଥିବା ଏକ୍ସଟେଣ୍ଡେଡ ଫୋରକାଷ୍ଟରେ…

ଆସନ୍ତାକାଲି ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ: ୮ରେ ଅବପାତ ସମ୍ଭାବନା, ଓଡ଼ିଶା ମୁହାଁ ହେବ କି…

ଭୁବନେଶ୍ବର (କେନ୍ୟୁଜ): ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସକ୍ରିୟ। ଆସନ୍ତାକାଲି ସୁଦ୍ଧା ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଲଘୁଚାପ କ୍ଷେତ୍ର କ୍ରମଶଃ ଉତ୍ତରପଶ୍ଚିମ ଦିଗରେ ଗତି କରିବ। ୮ ତାରିଖ ସକାଳ ସୁଦ୍ଧା ଏକ ଅବପାତରେ ପରିଣତ ହେବ। ତେବେ ସମ୍ଭାବ୍ୟ…

ଆଜି ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ପ୍ରଭାବରେ ୬ରୁ ଲଘୁଚାପ

କେନ୍ୟୁଜ: ଆଜି ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ୬ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ୪ ଦିନ ମଧ୍ୟରେ ଅବପାତ ସୃଷ୍ଟି ହେବ । ତେବେ ସମ୍ଭାବ୍ୟ ବାତ୍ୟା ନେଇ IMD ପକ୍ଷରୁ ସ୍ପଷ୍ଟ କରାଯାଇ ନାହିଁ । ଆଜି ଓ ଆସନ୍ତାକାଲି ଦକ୍ଷିଣ ଆଣ୍ଡାମାନ ସାଗର…

ଆଣ୍ଡାମାନ ସାଗରରେ ଆସନ୍ତାକାଲି ଆଉ ଏକ ଲଘୁଚାପ ! ଓଡ଼ିଶାରେ ୧୯ରୁ ୨୦ ତାରିଖ ସୁଦ୍ଧା ହାଲୁକା ବର୍ଷା ସହ କୋହଲା ପାଗ

ଭୁବନେଶ୍ବର(କେନ୍ଯୁଜ୍): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲି ଆଣ୍ଡାମାନ ସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡକୁ ଗତି କରି ଅଧୀକ ଘନୀଭୂତ ହେବ। ୧୪ରେ ଅବପାତ ଏବଂ ୧୬ ସୁଦ୍ଧା ଗଭୀର ଅବପାତରେ…

ଛତିଶଗଡ଼ ମୁହାଁ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ, ରାଜ୍ୟରେ କମିବ ବର୍ଷାର ପରିମାଣ

ଛତିଶଗଡ଼ ମୁହାଁ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ଏହାଦ୍ୱାରା ରାଜ୍ୟରେ ବର୍ଷାର ପରିମାଣ ହ୍ରାସ ପାଇବ। ଆଜି ରାଜ୍ୟରେ କେତେକ ସ୍ଥାନରେ ଅଳ୍ପ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ଅନେକ ସ୍ଥାନରେ ବିଜୁଳି ଘଡଘଡି ବର୍ଷା ହେବ। ଅନ୍ୟପଟେ ଆସନ୍ତା ୧୧ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ…

ଆସନ୍ତା ୧୧ରେ ଆସୁଛି ଆଉ ଏକ ଲଘୁଚାପ, ଏହା ପୂର୍ବରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଲାଗିରହିବ ବର୍ଷା

ଭୁବନେଶ୍ବର(କେନ୍ଯୁଜ୍): ୧୧ରେ ଆସୁଛି ଲଘୁଚାପ। ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ସଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ଯାହାକି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ କେନ୍ଦ୍ରୀଭୂତ ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

ମାସ ଶେଷ ଆଡକୁ ପୁଣି ସୃଷ୍ଟି ହେବ ଆଉ ଏକ ଲଘୁଚାପ, ଜାଣନ୍ତୁ ଓଡ଼ିଶା ଉପରେ ରହିବ କି ନାହିଁ ପ୍ରଭାବ

ଭୁବନେଶ୍ବର: ଚଳିତ ମାସ ଶେଷ ଆଡକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ୨୪ ତାରିଖ ବେଳକୁ ଏହା ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇ ପରବର୍ତ୍ତୀ ସମୟରେ ଘନୀଭୂତ ହୋଇ ଅବପାତର ରୂପ ନେବ। ଏହି ଲଘୁଚାପ ପ୍ରଭାବରେ ମିଆଁମାର ଓ ବାଂଲାଦେଶ ଉପକୂଳରେ ଭାରି ବର୍ଷା ସମ୍ଭାବନା ରହିଛି। ତେବେ…

ଆସୁଛି ଆଉ ଏକ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

କେନ୍ୟୁଜ(ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ । ଅକ୍ଟୋବର ୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଉତ୍ତର ଆଣ୍ଡାମାନ ସାଗର ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏହା କ୍ରମଶଃ ଉତ୍ତରପଶ୍ଚିମରେ ଉତ୍ତର ଆନ୍ଧ୍ର…