ଦକ୍ଷିଣରେ ବିତ୍ପାତ କରିବ ବର୍ଷା, ଆଜି ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ
ଭୁବନେଶ୍ୱର : ଦକ୍ଷିଣରେ ବିତ୍ପାତ କରିବ ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ । ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ…