Below header
Browsing Tag

low pressure in bob

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହୋଇପାରେ କ୍ଷେତ୍ର

ଭୁବନେଶ୍ୱର(କେ ନ୍ୟୁଜ): ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଭାରତ ମହାସାଗର ଓ ସଂଲଗ୍ନବର୍ତ୍ତୀ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏନେଇ ଆଞ୍ଚଳିକ ପାଣିପାଗ…