ଆସନ୍ତାକାଲି ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ: ୮ରେ ଅବପାତ ସମ୍ଭାବନା, ଓଡ଼ିଶା ମୁହାଁ ହେବ କି…
ଭୁବନେଶ୍ବର (କେନ୍ୟୁଜ): ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସକ୍ରିୟ। ଆସନ୍ତାକାଲି ସୁଦ୍ଧା ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଲଘୁଚାପ କ୍ଷେତ୍ର କ୍ରମଶଃ ଉତ୍ତରପଶ୍ଚିମ ଦିଗରେ ଗତି କରିବ। ୮ ତାରିଖ ସକାଳ ସୁଦ୍ଧା ଏକ ଅବପାତରେ ପରିଣତ ହେବ। ତେବେ ସମ୍ଭାବ୍ୟ…