ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି, ମାର୍ଶାଘାଇରେ ସର୍ବାଧିକ ରେକର୍ଡ
ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । କଟକ ଭୁବନେଶ୍ୱର ପାଇଁ ୨ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି । ବର୍ଷା ସାଙ୍ଗକୁ କୋହଲା ପାଗ ଲାଗି ରହିବ । ବର୍ତ୍ତମାନ ସୁଦ୍ଧା ମାର୍ଶାଘାଇରେ…