Browsing Tag

low pressure

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ, ପୁଣି ବଢିପାରେ ବର୍ଷା ପରିମାଣ

ଆସୁଛି ଆଉ ଏକ ଲଘୁଚାପ। ୨୩ ତାରିଖରେ ଉତ୍ତର -ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପରେ ପୁଣି ବର୍ଷା ପରିମାଣ ଆହୁରି ବଢିପାରେ। ଲଘୁଚାପ ପ୍ରଭାବରେ ଗତକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହୋଇଛି। ଭୁବନେଶ୍ୱର, ଛତ୍ରପୁର ଓ କଟକରେ…

୨୧ ତାରିଖରେ ଆସୁଛି ଲଘୁଚାପ ! ପ୍ରଭାବରେ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା

କେନ୍ଯୁଜ୍: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ୨୧ତାରିଖରେ ଲଘୁଚାପ ସୃଷ୍ଟ ନେଇ ଆନ୍ତର୍ଜାତିକ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ୍‌ ପୂର୍ବାନୁମାନ କରିଛନ୍ତି। ଏହାର ପ୍ରଭାବରେ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ ଓ ଉତ୍ତରପୂର୍ବ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା…

ନିଅଣ୍ଟିଆ ବର୍ଷାରୁ ମିଳିବ ଆଶ୍ବସ୍ତି, ପଛକୁ ପଛ ଅସୁଛି ଦୁଇଟି ଲଘୁଚାପ

କେନ୍ୟୁଜ୍(ବ୍ୟୁରୋ):ଜୁଲାଇରେ ଓଡ଼ିଶାରେ ନିଅଣ୍ଟିଆ ବର୍ଷା । ମାସ ଶେଷ ବେଳକୁ ବଢ଼ିପାରେ ପରିମାଣ । ଆସୁଛି ଲଘୁଚାପ । ବଙ୍ଗୋପସାଗରରେ ଦୁଇ ଦୁଇଟି ଲୋ ପ୍ରେସର ସୃଷ୍ଟି ସମ୍ଭାବନା ଅଛି । ୨୧ ତାରିଖରେ ଗୋଟିଏ ଦାନା ବାନ୍ଧିବ । ଏହି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ପଛକୁ ପଛ…

ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ କ୍ଷେତ୍ରରେ ଲଘୁଚାପ ହେବ ସୃଷ୍ଟି, ପ୍ରବଳ ବର୍ଷାର ପୂର୍ବାନୁମାନ

କେନ୍ୟୁଜ୍(ବ୍ୟୁରୋ):  ୨୧ତାରିଖ ବେଳକୁ ବଙ୍ଗୋପସାଗରରେ ହେବ ଲଘୁଚାପ। ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ କ୍ଷେତ୍ରରେ ଲଘୁଚାପ ସୃଷ୍ଟି ହେବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ପୂର୍ବାନୁମାନ କରାଯାଇଛି। ବିଶେଷ କରି ଉତ୍ତର ଉପକୂଳ…

ଦୁର୍ବଳ ହୋଇଛି ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ, ୧୭ପରେ ବଢିବ ବର୍ଷାର ପରିମାଣ

ଭୁବନେଶ୍ବର(କେନ୍ଯୁଜ୍): ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇଛି। ଏବେ କେବଳ ଘୂର୍ଣ୍ଣିବଳୟ ରହିଛି। ୧୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଏଭଳି ପାଗ ଲାଗି ରହିବ। ଆଗାମୀ ୨୪ ଘଣ୍ଟାରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ହାଲକାରୁ…

ଆସନ୍ତା ୧୧ରେ ଆସୁଛି ଆଉ ଏକ ଲଘୁଚାପ, ଏହା ପୂର୍ବରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଲାଗିରହିବ ବର୍ଷା

ଭୁବନେଶ୍ବର(କେନ୍ଯୁଜ୍): ୧୧ରେ ଆସୁଛି ଲଘୁଚାପ। ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ସଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ଯାହାକି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ କେନ୍ଦ୍ରୀଭୂତ ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

ଜୁଲାଇ ୧୨ରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ! ପ୍ରଭାବରେ ସାରା ରାଜ୍ୟରେ ହୋଇପାରେ ପ୍ରବଳ ବର୍ଷା

ଭୁବନେଶ୍ବର(କେନ୍ଯୁଜ୍): ସାରା ରାଜ୍ୟରେ ଦୁର୍ବଳ ହୋଇଛି ମୌସୁମୀ। ରାଜ୍ୟର ୧୪ଟି ଜିଲ୍ଲାରେ ପ୍ରାୟ ୨୦ରୁ ୫୯ ପ୍ରତିଶତ ପର୍ଯ୍ୟନ୍ତ ବର୍ଷା ପରିମାଣ କମ୍‌ ରହିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବିଶେଷ ବର୍ଷା ସମ୍ଭାବନା ନଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କିନ୍ତୁ ଜୁଲାଇ ପ୍ରଥମ…

ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ, ୯ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର(କେ ନ୍ୟୁଜ):  ଘନୀଭୂତ ହେବାରେ ଲାଗିଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ଆଜି ୯ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ଼, ଅନୁଗୁଳ…

ଆସନ୍ତା ୧୧ରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ…

 ଭୁବନେଶ୍ୱର(କେ ନ୍ୟୁଜ):  ୧୧ ତାରିଖ ବେଳକୁ ଉତ୍ତର ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏହାସହ ଦକ୍ଷିଣ ପଶ୍ଚିମ ବାୟୁ ଆଗାମୀ ୨ରୁ ୩ଦିନ ମଧ୍ୟରେ ଓଡ଼ିଶାର କେତେକ ଅଞ୍ଚଳରେ ପ୍ରବେଶ କରିପାରେ । ସମ୍ବାବ୍ୟ ଲଘୁଚାପ ପ୍ରଭାବରେ କାଲିଠୁ ୧୪ ତାରିଖ ମଧ୍ୟରେ ଓଡ଼ିଶାର ବିଭିନ୍ନ…

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ, ନେଇପାରେ ବାତ୍ୟା ରୂପ !

ଭୁବନେଶ୍ୱର(କେ ନ୍ୟୁଜ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଚଳିତ ମାସ ଶେଷ ଆଡକୁ ଲଘୁଚାପ ବଳୟ ସୃଷ୍ଟି ହୋଇପାରେ । ମେ ୨୩ ତାରିଖ ବେଳକୁ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।…

ମାସ ଶେଷ ଆଡକୁ ପୁଣି ସୃଷ୍ଟି ହେବ ଆଉ ଏକ ଲଘୁଚାପ, ଜାଣନ୍ତୁ ଓଡ଼ିଶା ଉପରେ ରହିବ କି ନାହିଁ ପ୍ରଭାବ

ଭୁବନେଶ୍ବର: ଚଳିତ ମାସ ଶେଷ ଆଡକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ୨୪ ତାରିଖ ବେଳକୁ ଏହା ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇ ପରବର୍ତ୍ତୀ ସମୟରେ ଘନୀଭୂତ ହୋଇ ଅବପାତର ରୂପ ନେବ। ଏହି ଲଘୁଚାପ ପ୍ରଭାବରେ ମିଆଁମାର ଓ ବାଂଲାଦେଶ ଉପକୂଳରେ ଭାରି ବର୍ଷା ସମ୍ଭାବନା ରହିଛି। ତେବେ…

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ନେଲା ଅବପାତର ରୂପ, ଓଡ଼ିଶା ଉପରେ ନାହିଁ ଏହାର କୌଣସି ପ୍ରଭାବ

ଭୁବନେଶ୍ବର : ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ନେଲା ଅବପାତର ରୂପ । ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ଶ୍ରୀଲଙ୍କା ଓ ଦକ୍ଷିଣ ଭାରତ ଉପକୂଳ ଛୁଇଁବା ପୂର୍ବରୁ ସାଇକ୍ଲୋନିକ ଷ୍ଟର୍ମ ରୂପ ନେଇପାରେ । ଡିସେମ୍ବର ୨ତାରିଖ…