Browsing Tag

low pressure

ସୃଷ୍ଟି ହେଲା ଲଘୁଚାପ: ପରବର୍ତ୍ତୀ ୪୮ ଘଣ୍ଟାରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା

ଭୁବନେଶ୍ବର(କେନ୍ୟୁଜ): ସୃଷ୍ଟି ହେଲା ଲଘୁଚାପ । ଗତକାଲିର ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ପରବର୍ତ୍ତୀ…

ଆସନ୍ତାକାଲି ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ: ୮ରେ ଅବପାତ ସମ୍ଭାବନା, ଓଡ଼ିଶା ମୁହାଁ ହେବ କି…

ଭୁବନେଶ୍ବର (କେନ୍ୟୁଜ): ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସକ୍ରିୟ। ଆସନ୍ତାକାଲି ସୁଦ୍ଧା ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଲଘୁଚାପ କ୍ଷେତ୍ର କ୍ରମଶଃ ଉତ୍ତରପଶ୍ଚିମ ଦିଗରେ ଗତି କରିବ। ୮ ତାରିଖ ସକାଳ ସୁଦ୍ଧା ଏକ ଅବପାତରେ ପରିଣତ ହେବ। ତେବେ ସମ୍ଭାବ୍ୟ…

ଆଜି ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ପ୍ରଭାବରେ ୬ରୁ ଲଘୁଚାପ

କେନ୍ୟୁଜ: ଆଜି ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ୬ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ୪ ଦିନ ମଧ୍ୟରେ ଅବପାତ ସୃଷ୍ଟି ହେବ । ତେବେ ସମ୍ଭାବ୍ୟ ବାତ୍ୟା ନେଇ IMD ପକ୍ଷରୁ ସ୍ପଷ୍ଟ କରାଯାଇ ନାହିଁ । ଆଜି ଓ ଆସନ୍ତାକାଲି ଦକ୍ଷିଣ ଆଣ୍ଡାମାନ ସାଗର…

ଆସନ୍ତାକାଲି ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ୬ ତାରିଖରେ ଲଘୁଚାପ ସମ୍ଭାବନା!

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତାକାଲି ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ୬ ତାରିଖରେ ସମାନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ ଲଘୁଚାପ କ୍ଷେତ୍ର। ସମ୍ଭାବ୍ୟ ବାତ୍ୟା ନେଇ ମତ୍ସ୍ୟଜୀବୀଙ୍କ ପାଇଁ IMD…

ତାତିରୁ ମିଳିବ ତ୍ରାହି, ୫ରେ ହୋଇପାରେ ଲଘୁଚାପ

ଭୁବନେଶ୍ବର(କେନ୍ୟୁଜ୍):  ତାତିରୁ ମିଳିବ ତ୍ରାହି, ଦାନା ବାନ୍ଧୁଛି ଲଘୁଚାପ। ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା।ଆସନ୍ତା ମେ' ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ…

ଅସହ୍ୟ ତାତିରୁ ମିଳିବ ନିସ୍ତାର, ଦାନା ବାନ୍ଧୁଛି ଲଘୁଚାପ!

ଭୁବନେଶ୍ୱର (କେନ୍ୟୁଜ): ତାତିରୁ ମିଳିବ ନିସ୍ତାର, ଦାନା ବାନ୍ଧୁଛି ଲଘୁଚାପ। ୫ରେ ହୋଇପାରେ ଲଘୁଚାପ । ଆସନ୍ତା ମେ' ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟାରେ ସମାନ ଅଞ୍ଚଳରେ ଏକ…

ଆସନ୍ତା ୭ରେ ଲଘୁଚାପ ! ୬ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନବର୍ତ୍ତୀ ଅଞ୍ଚଳର ଘୂର୍ଣ୍ଣିବଳୟ ସୃଷ୍ଟିର…

କେନ୍ୟୁଜ୍(ବ୍ୟୁରୋ):  ଆସନ୍ତା ୭ରେ ଲଘୁଚାପ ସମ୍ଭାବନା । ଆସନ୍ତା ୬ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନବର୍ତ୍ତୀ ଅଞ୍ଚଳର ଉପରିଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ଭିତରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର…

ବଙ୍ଗୋପସାଗରରେ ପୁଣି ଲଘୁଚାପ, ଜାଣନ୍ତୁ ଓଡ଼ିଶା ଉପରେ ପଡିବ କି ନାହିଁ ପ୍ରଭାବ

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ଲଘୁଚାପ । ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଶ୍ରୀଲଙ୍କାର ଟ୍ରନିକମାଲେ ଠାରୁ ୧୮୦ କିମି ତାମିଲନାଡୁ ନାଗାପଟ୍ଟନମ ଠାରୁ ୩୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଆସନ୍ତା ୧୨ ଘଣ୍ଟା ମଧ୍ୟରେ ନେଇପାରେ ଡିପ ଡିପ୍ରେସନର ରୂପ ନେବାର…

ଘନଉଛି ବାତ୍ୟା ଆଶଙ୍କା, ଆଜି ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର (କେନ୍ୟୁଜ):  ଘନଉଛି ବାତ୍ୟା ଆଶଙ୍କା । ଆଜି ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଏହା କ୍ରମଶଃ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ୪୮ ଘଣ୍ଟାରେ ଘନୀଭୂତ ହୋଇ ଦକ୍ଷିଣପୂର୍ବ ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ ।…

ପୁଣି ଓଡ଼ିଶାକୁ ବାତ୍ୟା ଭୟ, ୩୦ ତାରିଖରେ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ବଢୁଛି ବାତ୍ୟା ଆଶଙ୍କା । ବିଭିନ୍ନ ପାଣିପାଗ ସଂସ୍ଥା ସାଇକ୍ଲୋନ ଅନୁମାନ କରୁଛନ୍ତି । ୩୦ ତାରିଖରେ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ । ଓ୍ଵିଣ୍ଡିର ୟୁରୋପିଆନ୍‌ ମେଡଲ୍‌ ECMWF…

ଆଣ୍ଡାମାନ ସାଗରରେ ବଢୁଛି ବାତ୍ୟା ଆଶଙ୍କା, ୨୯ରେ ସୃଷ୍ଟି ହେବ ଲଘୁଚାପ

ଭୁବନେଶ୍ୱର(କେ ନ୍ୟୁଜ): ଡର ବଢାଇଲା ୨୯ ଲଘୁଚାପ। ଏଡାଇ ହେବନି ଆଣ୍ଡାମାନ ସାଗରରେ ବାତ୍ୟା ଆଶଙ୍କା । ଆସନ୍ତା ସପ୍ତାହ ଅର୍ଥାତ ୨୯ରେ ଆଣ୍ଡାମାନ ସାଗରରେ ଲଘୁଚାପ ହେବ । ସମ୍ଭାବ୍ୟ ଲଗୁଚାପ ସ୍ଥଳ ଭାଗ ଅତିକ୍ରମ କରିବା ପୂର୍ବରୁ ଶକ୍ତିଶାଳୀ ହୋଇ ବାତ୍ୟାର ରୂପ ନେବ । ଏହା ଓଡ଼ିଶାରୁ ବାଂଲାଦେଶ…

ଦକ୍ଷିଣ ଆଣ୍ଡାମାନ ସାଗରରେ ଦାନା ବାନ୍ଧିବ ଆଉ ଏକ ଲଘୁଚାପ, ୨୯ ଓ ୩୦ ତାରିଖ ପ୍ରବଳ ବର୍ଷିବ

ଭୁବନେଶ୍ୱର(କେ ନ୍ୟୁଜ): ଲଘୁଚାପ ପରେ ଲଘୁଚାପ । ପୁଣି ଏକ ଲୋପ୍ରେସର ପୂର୍ବାନୁମାନ । ଦକ୍ଷିଣ ଆଣ୍ଡାମାନ ସାଗରରେ ଦାନା ବାନ୍ଧିବ । ୨୯ ତାରିଖ ସୁଦ୍ଧା ସୃଷ୍ଟି ହେବ ଲଘୁଚାପ । ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଏହି ଅଧୀକ ଘନୀଭୂତ ହେବ ।…