Browsing Tag

low pressure

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ଆଣୁଛି ବଡ଼ ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ଆସୁଛି ଲଘୁଚାପ, ଆଣୁଛି ବଡ଼ ବର୍ଷା। ଆସନ୍ତା ୨୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟାରେ ଉତ୍ତର ଆଣ୍ଡାମାନ ସାଗର ପାର୍ଶ୍ବବର୍ତ୍ତୀ ପୂର୍ବ…

ସକ୍ରିୟ ରହିଛି ଲଘୁଚାପ: ଆଜି ବି ରାଜ୍ୟରେ ଭୀଷଣ ବର୍ଷା ସମ୍ଭାବନା

ଭୁବନେଶ୍ୱର (କେନ୍ୟୁଜ): ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମ ବଙ୍ଗ ଓ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ। ଏହାର ପ୍ରଭାବରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଛି । ଆଜି ବି ଭୀଷଣ ବର୍ଷା ସମ୍ଭାବନା…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ଆସନ୍ତା ୩ ଦିନ ଯାଏ ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳ ନିକଟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ଦୁଇ ଦିନରେ ଉତ୍ତର ଓଡ଼ିଶା-ଦକ୍ଷିଣ ଝାଡ଼ଖଣ୍ଡ ଦେଇ ଗତି କରିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ଯାଏ ବର୍ଷା ହେବ ।…

ରାଜ୍ୟରେ ବଢ଼ିବ ବର୍ଷା, ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପାସାଗରରେ ସୃଷ୍ଟି ହେବ ଏକ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର (କେନ୍ୟୁଜ): ଆସୁଛି ଲଘୁଚାପ । ରାଜ୍ୟରେ ବଢ଼ିବ ବର୍ଷା । ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପାସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଦାନା ବାନ୍ଧିବ । ଏବେ ଘୂର୍ଣ୍ଣିବଳୟ ଉତ୍ତର-ପୂର୍ବ ଓ ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ…

ଅକ୍ଚୋବରରେ ଲଘୁଚାପ ! ବାତ୍ୟାକୁ ନେଇ ପଶିଲାଣି ଛନକା

ଭୁବନେଶ୍ୱର (କେନ୍ୟୁଜ); ପଛକୁ ପଛ ଆସୁଛି ଲଘୁଚାପ । ଗୋଟିଏ ଯିବା ପରେ ଆଉ ଗୋଟିଏ ଦାନା ବାନ୍ଧୁଛି । ସେପ୍ଟେମ୍ବର ପ୍ରଥମ ସପ୍ତାହରେ ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା । ଏବେ ଦୁଇ ଦିନ ଭିତରେ ଆଉ ଗୋଟିଏ ସୃଷ୍ଟି ହେବ । ସେହିପରି କିଛି ପାଣିପାଗ ବିଜ୍ଞାନୀ ଆକଳନ…

ଆଗାମୀ ୪୮ ଘଣ୍ଟାରେ ହେବ ଲଘୁଚାପ! ରାଜ୍ୟରେ ୪ ଦିନ ବର୍ଷିବ

ଭୁବନେଶ୍ୱର (କେନ୍ୟୁଜ): ଆଗାମୀ ୪୮ ଘଣ୍ଟାରେ ହେବ ଲଘୁଚାପ! । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଦାନା ବାନ୍ଧିବ ଲଘୁଚାପ କ୍ଷେତ୍ର । ଏବେ ଘୂର୍ଣ୍ଣିବଳୟ ଉତ୍ତର-ପୂର୍ବ ଓ ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି । ସକ୍ରିୟ ଘୂର୍ଣ୍ଣିବଳୟ ଓ…

ଆହୁରି ଦୁଇ ଦିନ ବର୍ଷିବ: ଆଜି ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ଲଘୁଚାପ ବର୍ଷାରେ ଭିଜୁଛି ସାରା ଓଡ଼ିଶା । ଲଘୁଚାପ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବା ପରେ ବର୍ଷା ବିସ୍ତୃତି ବଢିଛି। ଆହୁରି ଦୁଇଦିନ ଲାଗି ରହିବ ବର୍ଷା । ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ରେକର୍ଡ ହୋଇଛି ପ୍ରବଳରୁ ଅତି ପ୍ରବଳ ବର୍ଷା । ଆଜି ବି ବିସ୍ତୃତି…

ଲଘୁଚାପ ବର୍ଷାରେ ଭିଜୁଛି ଓଡ଼ିଶା, ଅତି ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ଲଘୁଚାପ ବର୍ଷାରେ ଭିଜୁଛି ସାରା ରାଜ୍ୟ । ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ରାଜ୍ୟରେ କେଉଁଠି ମୂଷଳଧାରାରେ ତ ଆଉ କେଉଁଠି ଅବିଶ୍ରାନ୍ତ ବର୍ଷା ହେଉଛି । ଭୁବନେଶ୍ବର, କଟକ ସମେତ ବିଭିନ୍ନ ସ୍ଥାନରେ ଦୁଇ ଦିନ ହେବ ତୁହାକୁ ତୁହା ବର୍ଷା ଜାରି ରହିଛି । ୨୪ ଘଣ୍ଟାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୨୪ ଘଣ୍ଟାରେ ହେବ ଅଧିକ ଘନୀଭୂତ

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବ। ପଶ୍ଟିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଆଜି…

ସତର୍କ ! ଆସୁଛି ବଡ଼ ବର୍ଷା, ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ ସୃଷ୍ଟି

ଭୁବନେଶ୍ୱର (କେନ୍ୟୁଜ): ଆସୁଛି ବଡ଼ ବର୍ଷା । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷିବ । ଆଜି ପାଇଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୨୪…

ବଙ୍ଗୋପସାଗରରେ ଲଘୁଚାପ, ଆହୁରି ତିନି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ଲଘୁଚାପ। ଆଉ ତିନି ଦିନ ଯାଏ ପ୍ରବଳ ବର୍ଷିବ। ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଆଜି ସୃଷ୍ଟି ହେବ ଲଘୁଚାପ, ଆହୁରି ୩ ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର (କେନ୍ୟୁଜ): ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଆଜି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ପ୍ରଭାବରେ ରାଜ୍ୟରେ…