Below header
Browsing Tag

low pressure

ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ , ଆଜିଠୁ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର । ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ। ଚଳିତ ମୌସୁମୀ ଋତୁରେ ପ୍ରଥମ ଅବପାତ ସୃଷ୍ଟି ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୨୬ ତାରିଖ ବେଳକୁ ଲଘୁଚାପ ଅବପାତର ରୂପ ନେବା ସମ୍ଭାବନା ରହିଛି ।…

ଆସନ୍ତାକାଲି ଘୂର୍ଣ୍ଣିବଳୟ ନେବ ଲଘୁଚାପର ରୂପ, ରାଜ୍ୟରେ ୪ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (କେନ୍ୟୁଜ): ଲଘୁଚାପ ପରେ ଲଘୁଚାପ । ଗୋଟିଏ ଯାଉଣୁ ଆଉ ଗୋଟିଏ ଦାନା ବାନ୍ଧୁଛି । ଆଜି ସୃଷ୍ଟି ହେବ ଘୂର୍ଣ୍ଣିବଳୟ । କାଲି ଲଘୁଚାପ । ଆଜି ପଶ୍ଚିମକେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉପରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଆସନ୍ତାକାଲି ଏହା ନେବ ଲଘୁଚାପର…

ଆସୁଛି ଆଉ ଏକ ଲଘୁଚାପ, ୨୪ ଘଣ୍ଟାରେ ପ୍ରବଳ ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆସୁଛି ଆଉ ଏକ ଲଘୁଚାପ । ପ୍ରବଳ ବର୍ଷିବ । ଆସନ୍ତାକାଲି ପଶ୍ଚିମକେନ୍ଦ୍ରୀୟ ଓ ତତସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପ୍ରଭାବରେ ୨୫ ତାରିଖରେ ବଙ୍ଗୋପସଗାରରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ…

ଲଘୁଚାପ ସକ୍ରିୟ : ରାଜ୍ୟରେ ଆଗକୁ ଆସୁଛି ବଡ଼ ବର୍ଷା

ଲଘୁଚାପ ଆଣିବ ବଡ଼ ବର୍ଷା । ରାଜ୍ୟରେ ଆଗକୁ ଆସୁଛି ବଡ଼ ବର୍ଷା । କିଛି ଦିନର ବିରତି ପରେ ଜୁଲାଇ ତୃତୀୟ ସପ୍ତାହରୁ ଆରମ୍ଭ ହେବ ବର୍ଷା । ଘନଘନ ଲଘୁଚାପ ସୃଷ୍ଟି ପାଇଁ ବଙ୍ଗୋପସାଗରରେ ସ୍ଥିତି ଅନୁକୂଳ ହେଉଛି । ଲଘୁଚାପ ସୃଷ୍ଟି ହେବା ପରେ ଏହା ଅଧିକ ଘନୀଭୂତ ହୋଇ ଅବପାତ କିମ୍ବା ଗଭୀର…

ଆଗକୁ ଆସୁଛି ବଡ଼ ବର୍ଷା: ବଙ୍ଗୋପସାଗରରେ ଦାନା ବାନ୍ଧିବ ଲଘୁଚାପ

ଭୁବନେଶ୍ୱର (କେନ୍ୟୁଜ): ଆସୁଛି ବଡ଼ ବର୍ଷା । ଆସନ୍ତା ସପ୍ତାହ ଆରମ୍ଭରୁ ବଙ୍ଗୋପୋସାଗରରେ ସୃଷ୍ଟି ହେବ ଲଘୁଚାପ । ଏହା ଘନୀଭୂତ ହୋଇ ଗଭୀର ଅବପାତ ରୂପ ନେବ ବୋଲି ପୂର୍ବାନୁମାନ କରାଯାଇଛି । ୨୧ ତାରିଖ ବେଳକୁ ଓଡ଼ିଶା ଅତିକ୍ରମ କରିବା ସମ୍ଭାବନା ରହିଛି । ଜୁଲାଇ ୧୮ରୁ ରାଜ୍ୟରେ ବଢିବ ବର୍ଷା…

ବଙ୍ଗୋପସାଗରରେ ଆସୁଛି ଲଘୁଚାପ

ବଙ୍ଗୋପସାଗରେ ଆସୁଛି ଲଘୁଚାପ। ଆସନ୍ତା ସପ୍ତାହ ଆରମ୍ଭରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ। ଏହା ଓଡ଼ିଶା ଉପକୂଳ ମୁହାଁଇବ। ଏହି ପୂର୍ବାନୁମାନ କରିଛନ୍ତି ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ୍‌। ଓଡ଼ିଶା ଉପକୂଳ ଛୁଇଁବା…

ସୃଷ୍ଟି ହୋଇପାରେ ଲଘୁଚାପ: ୯ରୁ ବଢ଼ିବ ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ୯ରୁ ବଢ଼ିବ ବର୍ଷା। ବିସ୍ତତ ସ୍ଥାନରେ ବର୍ଷା ହୋଇପାରେ। ୧୧ ତାରିଖରେ ଭାରୀ ବର୍ଷା ସମ୍ଭାବନା ରହିଛି। ଆଇଏମ୍‌ଡି ପୂର୍ବାନୁମାନ କରିଛି ବାଲେଶ୍ୱର ଉପରେ ଏବେ ମୌସୁମୀର ନିମ୍ନ ଚାପରେଖା କ୍ଷେତ୍ର ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବ। ଆଜି ଆଭ୍ୟନ୍ତରୀଣ…

୧୬ରେ ସୃଷ୍ଟି ହୋଇପାରେ ଲଘୁଚାପ ! ପ୍ରବଳ ବର୍ଷା ପାଇଁ ଆଜି ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ଗାଙ୍ଗେୟ-ପଶ୍ଚିମବଙ୍ଗ ଉପତ୍ୟକାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ପ୍ରଭାବରେ ଉପାନ୍ତରୁ ଉପକୂଳ ଜାରି ରହିଛି ବର୍ଷା। ଆସନ୍ତା ୧୬ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଲଘୁଚାପ ଭଲ ବର୍ଷା ଆଣିପାରେ । ପ୍ରଭାବରେ…

ଆସୁଛି ବଡ଼ ବର୍ଷା: ବଙ୍ଗୋପସାଗରରେ ଦାନା ବାନ୍ଧିବ ଲଘୁଚାପ, ପାଣିପାଗ ବିଭାଗ ପୂର୍ବାନୁମାନ

ଭୁବନେଶ୍ୱର (କେନ୍ୟୁଜ):  ଆସୁଛି ବଡ଼ ବର୍ଷା । ବଙ୍ଗୋପସାଗରରେ ଦାନା ବାନ୍ଧିବ ଲଘୁଚାପ । ଆସନ୍ତା ୪ ତାରିଖ ବେଳରୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ପାଣିପାଗ ବିଭାଗ ପୂର୍ବାନୁମାନ…

ପୁଣି ଲଘୁଚାପ ! ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (କେନ୍ୟୁଜ): ପୁଣି ଲଘୁଚାପ ସମ୍ଭାବନା । ହୋଇପାରେ ପ୍ରବଳ ବର୍ଷା । ଆସନ୍ତା ୪ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏବେ ରାଜ୍ୟରେ ମୌସୁମୀ ସକ୍ରିୟ…

ବଙ୍ଗୋପସାଗରରେ ଆସୁଛି ଲଘୁଚାପ, ପ୍ରଭାବରେ ମୌସୁମୀ କରିବ ପ୍ରବେଶ

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ଆସୁଛି ଲଘୁଚାପ । ୨୪ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏବଂ ଓଡ଼ିଶା ଉପକୂଳରେ ସୃଷ୍ଟି ହେବ । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ସଂସ୍ଥା ସ୍କାଏମେଟ୍‌ । ୨୩ ତାରିଖରେ ସଂପୃକ୍ତ କ୍ଷେତ୍ରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହା ଅଧିକ ଘନୀଭୂତ…