Below header
Browsing Tag

low pressure

ଆସୁଛି ବଡ଼ ବର୍ଷା: ବଙ୍ଗୋପସାଗରରେ ଦାନା ବାନ୍ଧିବ ଲଘୁଚାପ, ପାଣିପାଗ ବିଭାଗ ପୂର୍ବାନୁମାନ

ଭୁବନେଶ୍ୱର (କେନ୍ୟୁଜ):  ଆସୁଛି ବଡ଼ ବର୍ଷା । ବଙ୍ଗୋପସାଗରରେ ଦାନା ବାନ୍ଧିବ ଲଘୁଚାପ । ଆସନ୍ତା ୪ ତାରିଖ ବେଳରୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ପାଣିପାଗ ବିଭାଗ ପୂର୍ବାନୁମାନ…

ପୁଣି ଲଘୁଚାପ ! ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (କେନ୍ୟୁଜ): ପୁଣି ଲଘୁଚାପ ସମ୍ଭାବନା । ହୋଇପାରେ ପ୍ରବଳ ବର୍ଷା । ଆସନ୍ତା ୪ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏବେ ରାଜ୍ୟରେ ମୌସୁମୀ ସକ୍ରିୟ…

ବଙ୍ଗୋପସାଗରରେ ଆସୁଛି ଲଘୁଚାପ, ପ୍ରଭାବରେ ମୌସୁମୀ କରିବ ପ୍ରବେଶ

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ଆସୁଛି ଲଘୁଚାପ । ୨୪ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏବଂ ଓଡ଼ିଶା ଉପକୂଳରେ ସୃଷ୍ଟି ହେବ । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ସଂସ୍ଥା ସ୍କାଏମେଟ୍‌ । ୨୩ ତାରିଖରେ ସଂପୃକ୍ତ କ୍ଷେତ୍ରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହା ଅଧିକ ଘନୀଭୂତ…

ବଙ୍ଗୋପସାଗରରେ ଦକ୍ଷିଣ ପଶ୍ଚିମମୌସୁମୀ ବାୟୁ ସକ୍ରିୟ, ମିଆଁମାର, ବାଂଲାଦେଶ ମୁହାଁ

ନୂଆଦିଲ୍ଲୀ : ବଙ୍ଗୋପସାଗରରେ ଲଘୁଚାପ । ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ େଓ୍ଵଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ଏହା କ୍ରମଶଃ ଉତ୍ତର ପୂର୍ବ ଦିଗରେ ଗତି କରି ମିଆଁମାର, ବାଂଲାଦେଶ ମୁହାଁ ହେବ। ଆଜି ପାଇଁ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ…

ଆଗାମୀ ୨୪ ଘଣ୍ଟା ଭିତରେ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା

ଦକ୍ଷିଣ ପୂର୍ବ ଆରବସାଗର ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ଭିତରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଏହା ପରବର୍ତ୍ତୀ ୪୮ ଘଣ୍ଟା ଭିତରେ ଉତ୍ତର ଦିଗକୁ ଗତି କରିବ । ଦକ୍ଷିଣପୂର୍ବ ଏବଂ ସଂଲଗ୍ନ ଆରବ ସାଗରରେ ଏହା ଅବପାତରେ ପରିଣତ ହେବାର…

ଚଳିତ ସପ୍ତାହ ଶେଷ ଆଡକୁ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ଅନ୍ତର୍ଜାତୀୟ ପାଣିପାଗର ପୂର୍ବାନୁମାନ

ନୂଆଦିଲ୍ଲୀ : ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଉତ୍ତର ପୂର୍ବ ବଙ୍ଗୋପସାଗର କିମ୍ବା ଉତ୍ତର ଆଣ୍ଡାମାନ ସାଗରରେ ଚଳିତ ସପ୍ତାହ ଶେଷ ଆଡକୁ ଲଘୁଚାପ ସୃଷ୍ଟି ହୋଇପାରେ । ଏନେଇ ପୂର୍ବାନୁମାନ କରିଛନ୍ତି ଅନ୍ତର୍ଜାତୀୟ ପାଣିପାଗ ସଂସ୍ଥା ଆକ୍ୟୁ େଓ୍ଵଦର ବିଜ୍ଞାନୀ ଜାସନ୍‌…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୮ରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି । ଦକ୍ଷିଣପୂର୍ବ ବଙ୍ଗୋପସାଗର ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ କ୍ଷେତ୍ର । ୮ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ପରେ ଘନୀଭୂତ ହୋଇ ୯ରେ ଅବପାତ ରୂପ ନେଇପାରେ । ଏହା ଦକ୍ଷିଣକୁ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରିବା ସମୟରେ…

ଆଜି ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ଆସନ୍ତାକାଲି ଲଘୁଚାପ

ଭୁବନେଶ୍ୱର (କେନ୍ୟୁଜ): ଆଜି ଦକ୍ଷିଣପୂର୍ବ ବଙ୍ଗୋପସାଗର ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବ। ଠିକ୍‌ ସେହି ସ୍ଥାନରେ କାଲି ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ୮ରେ ଘନୀଭୂତ ହୋଇ ଅବପାତରୂପ ନେବ। ଏହା ଦକ୍ଷିଣକୁ କେନ୍ଦ୍ରୀୟବଙ୍ଗୋପସାଗରକୁ ଗତି କରିବା ସମୟରେ ବାତ୍ୟାର ରୂପ ନେବ। ୧୦ ତାରିଖ…

ଆସୁଛି ଲଘୁଚାପ ! ଡରାଉଛି ମେ’ରେ ବାତ୍ୟା ଭୟ

ଭୁବନେଶ୍ୱର (କେନ୍ୟୁଜ): ମେ' ମାସରେ ଭୀଷଣ ତାତି ଅନୁଭୂତ ହେବ । ଅଧିକାଂଶ ସ୍ଥାନରେ ସ୍ୱାଭାବିକଠାକୁ ଅଧିକ ରହିବ ପାରଦ । ଭାରତୀୟ ପାଣିପାଗ ବିଭାଗ ଏମିତି ପୂର୍ବାନୁମାନ କରିଛି । ଓଡ଼ିଶାରେ ମେ ମାସରେ ସ୍ୱାଭାବିକଠାରୁ ଅଧିକ ରହିପାରେ ତାପମାତ୍ରା । ଅଧିକ ହେବ ଗରମ । ସ୍ୱାଭାବିକଠାରୁ ଅଧିକ…

ପଶ୍ଚିମ ଦିଗରେ ଗତି କରି ଆଜି ଦକ୍ଷିଣ ବଙ୍ଗୋପସାଗରରେ ପହଞ୍ଚିବ ଲଘୁଚାପ

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ଲଘୁଚାପ । ଆରବ ସାଗରରେ ଡିପ୍ରେସନ୍‌ । ଦୁଇ ପଟରେ ଦୁଇଟି କ୍ଷେତ୍ର ଅଧିକ ଘନୀଭୂତ ହେଉଛି । ଦକ୍ଷିଣ ପୂର୍ବ ବଙ୍ଗୋଗସାର ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଏହା ଧୀରେ ଧୀରେ ପଶ୍ଚିମ ଦିଗରେ ଗତି କରିବ ଓ ତୀବ୍ରତା ବଜାୟ ରଖିବ । ପଶ୍ଚିମ…

ସୃଷ୍ଟି ହେଲା ଲଘୁଚାପ, ୧୫ ତାରିଖ ସକାଳେ ଅବପାତରେ ପରିଣତ ହେବ

(କେନ୍ୟୁଜ): ସୃଷ୍ଟି ହେଲା ଲଘୁଚାପ। ବାତ୍ୟା ପରେ ରାଜ୍ୟରେ ପ୍ରଭାବିତ ହେଉଛି ଶୀତ। ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଦକ୍ଷିଣ ପୂର୍ବ ଆରବ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଉତ୍ତର କେରଳ ଓ କର୍ଣ୍ଣାଟକ ଉପକୂଳରେ ଏହି ଲଘୁଚାପ ସକ୍ରିୟ ରହିଛି । ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର…

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୁଦୃଶ ଲଘୁଚାପ, ଆଜି ସଂଧ୍ୟାରେ ନେବ ଅବପାତ ରୂପ

ନୂଆଦିଲ୍ଲୀ : ବାତ୍ୟାର ଗତିପଥ ଜାରି କଲା ଭାରତୀୟ ପାଣିପାଗ ବିଭାଗ । ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା । ଦକ୍ଷିଣପୂର୍ବ ବଙ୍ଗୋପସାଗରର ଓ ନିକଟସ୍ଥ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଏବେ ଦକ୍ଷିଣପୂର୍ବ ବଙ୍ଗୋପସାଗର…