Below header
Browsing Tag

low pressure

ଆଗାମୀ ୨୪ ଘଣ୍ଟାରେ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ୫ଦିନ ଯାଏ ରହିବ ପ୍ରଭାବ

କେନ୍ୟୁଜ୍: ପୁଣି ସୃଷ୍ଟି ହେବ ଏକ ଘୂର୍ଣ୍ଣିବଳୟ। ଆଗାମୀ ୨୪ ଘଣ୍ଟାରେ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ଆଗାମୀ ୫ଦିନ ଯାଏ ରହିବ ଏହାର ପ୍ରଭାବ। ଆଣ୍ଡାମାନ ନିକୋବର ଦ୍ୱୀପରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଏହା ସହ…

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ, ୪୮ ଘଣ୍ଟାରେ ନେବ ଅବପାତର ରୂପ

(କେନ୍ୟୁଜ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଲଘୁଚାପ ଘନୀଭୂତ ହେଉଛି । ଏହି ଲଘୁଚାପ କ୍ଷେତ୍ର ସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିଲୋମିଟର ଯାଏ ବ୍ୟାପିଛି । ଆସନ୍ତା ୪୮ ଘଣ୍ଟାରେ ଏହା ଅବପାତର ରୂପ ନେବ । ଏହାପରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ…

ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ, ୪୮ ଘଣ୍ଟା ପରେ ଘନୀଭୂତ ହୋଇ ହେବ ଅବପାତ

ଭୁବନେଶ୍ୱର(କେନ୍ୟୁଜ):ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଆଗକୁ ଏହା ଅବପାତ ରୂପ ନେବ। ମଙ୍ଗଳବାର ଠାରୁ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଆଜି ଏହା ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ରୂପ ନେଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ଲଘୁଚାପ…

ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ: ୨୪ ଘଣ୍ଟାରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ

କେନ୍ୟୁଜ୍(ବ୍ୟୁରୋ):  ବଙ୍ଗୋପସାଗରରେ ୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ। ଆଗକୁ ନେବ ଅବପାତ ରୂପ। ଗତକାଲିଠାରୁ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ପରବର୍ତ୍ତୀ ୨୪ ଘଣ୍ଟାରେ ଦକ୍ଷିଣପୂର୍ବ ବଙ୍ଗୋପସାଗରେ ଲଘୁଚାପ ରୂପ ନେଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ।…

ଆସନ୍ତା ୧୬ ଆଡକୁ ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର(କେନ୍ୟୁଜ୍): ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୬ ତାରିଖ ଆଡକୁ ଦକ୍ଷିଣ- ପୂର୍ବ ବଙ୍ଗୋପସାଗର ଓ ସଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ତେବେ ଓଡ଼ିଶା ଉପରେ ଏହାର କଣ ପ୍ରଭାବ ରହିବ ଓ ଏହା କେତେ ଘନୀଭୂତ ହେବ ସେନେଇ ପାଣିପାଗ ବିଭାଗ ପକ୍ଷରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି !

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଓ ସଂଲଗ୍ନ ଭାରତ ମହାସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ସମୁଦ୍ର ପତନରୁ ୪.୫ କିଲୋମିଟର ଯାଏ ବ୍ୟାପିଛି । ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଆସନ୍ତା…

ଆସୁଛି ଆଉ ୨ଟି ଲଘୁଚାପ, ପୁଣି ଅଶାନ୍ତ ହେବ ବଙ୍ଗୋପସାଗର

ଭୁବନେଶ୍ୱର : ପୁଣି ଅଶାନ୍ତ ହେବ ବଙ୍ଗୋପସାଗର । ଆସୁଛି ଆଉ ୨ଟି ଲଘୁଚାପ । ପଛକୁ ପଛ ସୃଷ୍ଟି ହୋଇପାରେ । ଏନେଇ ପୂର୍ବାନୁମାନ କରିଛନ୍ତି ଆମେରିକା ପାଣିପାଗ ସଂସ୍ଥା ଆକ୍ୟୁ େଓ୍ଵଦର ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲସ୍ । ଚଳିତ ସପ୍ତାହ ଶେଷ ଆଡକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ…

୯ରେ ପୁଣି ଲଘୁଚାପ ! ୪୮ଘଣ୍ଟା ପରେ ଶକ୍ତିଶାଳୀ ହୋଇ ତାମିଲନାଡୁ-ପୁଡୁଚେରୀ ତଟ ମୁହାଁ ହେବ

କେନ୍ୟୁଜ୍(ବ୍ୟୁରୋ):୯ତାରିଖରେ ଲଘୁଚାପ। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଲଘୁଚାପ ସମ୍ଭାବନା ନେଇ ଆକଳନ କରିଛନ୍ତି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ଏହା କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଲଘୁଚାପ ସୃଷ୍ଟି ହେବାର…

ଆଗାମୀ ୧୨ ଘଣ୍ଟାରେ ଅବପାତ, ୨୪ ସକାଳେ ବାତ୍ୟା! ଓଡ଼ିଶା ଉପକୂଳରୁ ୨୦୦ କିମି ଦୂରରେ ଅତିକ୍ରମ କରିବ ସିତ୍ରଙ୍ଗ

ଭୁବନେଶ୍ୱର(କେନ୍ୟୁଜ୍): ଆଗାମୀ ୧୨ ଘଣ୍ଟାରେ ଅବପାତ । ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ । ଦକ୍ଷିଣ-ପୂର୍ବ ପାର୍ଶ୍ୱବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି। ଉତ୍ତରପଶ୍ଚିମ ଦିଗରେ ଗତି କରି ଆଗାମୀ ୧୨ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ ।…

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର(କେନ୍ୟୁଜ୍): ଉତ୍ତର ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ । ଆଜି ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି…

ପୁଣି ଭିଜିବ ଓଡିଶା, ଆସନ୍ତା ୨୦ରେ ଆସୁଛି ଲଘୁଚାପ!

ଭୁବନେଶ୍ୱର(କେନ୍ୟୁଜ୍):୨୦ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୧୮ ତାରିଖ ବେଳକୁ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପଶ୍ଚିମ ଉତ୍ତର-ପଶ୍ଚିମ…

ମୌସୁମୀ ନେଉଛି ଲେଉଟାଣି : ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଜାରି ରହିଛି ବର୍ଷା, ୭ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର (କେନ୍ୟୁଜ): ଫେରି ଯାଉଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଆଜିଠାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି । ସ୍ୱାଭାବିକ ପ୍ରତ୍ୟାବର୍ତ୍ତନ ତାରିଖ ସେପ୍ଟେମ୍ବର ୧୭ ତୁଳନାରେ ଦକ୍ଷିଣ ପଶ୍ଚିମ ରାଜସ୍ଥାନ ଓ ଗୁଜରାଟର କିଛି ଅଞ୍ଚଳରୁ…