Browsing Tag

low pressure

ପିଛା ଛାଡୁନି ଲଘୁଚାପ: ୧୮ ଓ ୧୯ରେ ରାଜ୍ୟରେ ପ୍ରବଳ ବର୍ଷା! ୨୦ରେ ଆହୁରି ଅଧିକ

ଭୁବନେଶ୍ୱର(କେନ୍ୟୁଜ୍): ଆଗକୁ ପୁଣିି ଏକ ଲଘୁଚାପ। ୧୮ତାରିଖରେ ଘୁର୍ଣ୍ଣିବଳୟ ଓ ପରବର୍ତ୍ତୀ ୪୮ ଘଣ୍ଟାରେ ଲଘୁଚାପ। ଉତ୍ତର ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର। ୧୮ ଏବଂ ୧୯ରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୭ରୁ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ, ସମସ୍ତ ବନ୍ଦର ପାଇଁ ୩ ନମ୍ବର ବିପଦ ସଙ୍କେତ

ଭୁବନେଶ୍ୱର(କେନ୍ୟୁଜ୍): ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ । େଓ୍ଵଲ୍‌ ମାର୍କଡ ଲୋ ପ୍ରେସର ଘନୀଭୂତ ହୋଇ ଆଜି ଡିପ୍ରେସନରେ ପରିଣତ ହୋଇଛି । ଦକ୍ଷିଣ ଉପକୂଳ ଓଡ଼ିଶା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ସକ୍ରିୟ ରହିଛି ଅବପାତ । ଏବେ ଗୋପାଳପୁରଠାରୁ ୨୦ କିଲୋମିଟର ଉତ୍ତର-ପଶ୍ଚିମ ଦିଗରେ…

ଆଜି ସୃଷ୍ଟି ହେବ ଲଘୁଚାପ: ୧୨ ତାରିଖ ଯାଏ ଭିଜିବ ଓଡିଶା! ୧୧ ଜିଲ୍ଲାରେ ହେବ ପ୍ରବଳ ବର୍ଷା

ଭୁବନେଶ୍ୱର(କେନ୍ୟୁଜ୍): ଆଜି ସୃଷ୍ଟି ହେବ ଲଘୁଚାପ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳର ୫.୮ କିଲୋମିଟର ଉଚ୍ଚତା ଯାଏ ବ୍ୟାପିଛି । ପ୍ରଭାବରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ…

ଘୂର୍ଣ୍ଣିବଳୟ ସୃଷ୍ଟି, ୨୪ ଘଣ୍ଟାରେ ଲଘୁଚାପ: ୮ ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (କେନ୍ୟୁଜ): ଆଜି ଘୂର୍ଣ୍ଣିବଳୟ, କାଲି ଲଘୁଚାପ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳର ୫.୮ କିଲୋମିଟର ଉଚ୍ଚତା ଯାଏ ବ୍ୟାପିଛି । ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ…

ଆଜିଠୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା: ଅସହ୍ୟ ଗୁଳୁଗୁଳିରୁ ମିଳିଲା ତ୍ରାହି

ଭୁବନେଶ୍ୱର ( କେନ୍ୟୁଜ): ବଦଳିଲା ପାଗ। ଅସହ୍ୟ ଗୁଳୁଗୁଳିରୁ ମିଳିଲା ତ୍ରାହି । ଆଜିଠୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା। କାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ପରବର୍ତ୍ତୀ ୪୮ ଘଣ୍ଟାରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ । ଏହାର ପ୍ରଭାବରେ ୮ରୁ…

ପୁଣି ଆସୁଛି ଲଘୁଚାପ: ଆସନ୍ତା ୮ ମଧ୍ୟରେ ଗୋଟିଏ ଓ ୯ରୁ ୧୫ ତାରିଖ ଭିତରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର(କେନ୍ୟୁଜ୍): ଥମିବାର ନା ଧରୁନି ଲଘୁଚାପ। ପଛକୁ ପଛ ଆସିବାରେ ଲାଗିଛି। ତେବେ ଏହାରି ଭିତରେ ପୁଣି ଲଘୁଚାପ ଆସୁଥିବା ନେଇ ସୂଚନା ମିଳିଛି। ୮ ତାରିଖ ମଧ୍ୟରେ ଗୋଟିଏ ଓ ୯ରୁ ୧୫ ତାରିଖ ଭିତରେ ଆଉ ଏକ ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ବଙ୍ଗୋପସାଗରରେ ପଛକୁ…

ଆଜିଠୁ ପୁଣି ବର୍ଷିବ! ବାଂଲାଦେଶ-ମିଆଁମାର୍‌ ଉପକୂଳ ଅନ୍ତର୍ଗତ ବଙ୍ଗୋପସାଗର ଉପରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

କେନ୍ୟୁଜ୍(ବ୍ୟୁରୋ):  ବାଂଲାଦେଶ ଓ ମିଆଁମାର୍‌ ଉପକୂଳ ଅନ୍ତର୍ଗତ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ଆଜି ଭୋର୍‌ ୫.୩୦ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉପରୋକ୍ତ ଲଘୁଚାପ କ୍ଷେତ୍ର…

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ: ୧୯ ତାରିଖରେ ଆସିପାରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର (କେନ୍ୟୁଜ): ପଛକୁ ପଛ ଲଘୁଚାପ। ୧୯ତାରିଖରେ ଉତ୍ତର ବଙ୍ଗୋପସାଗର ଓ ତାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୮ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ହେବ। ୧୮ ଓ ୧୯ରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର…

ଆସୁଛି ଆଉ ଏକ ଲଘୁଚାପ, ଘଣ୍ଟା ପ୍ରତି ୨୫କିମି ବେଗରେ ଗତି କରିଛି

କେନ୍ୟୁଜ୍(ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ। ୧୯ ଅଗଷ୍ଟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ସେପଟେ ଗତ ୬ଘଣ୍ଟାରେ ଅବପାତଟି ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ପାଖାପାଖି ଘଣ୍ଟା ପ୍ରତି ୨୫କିମି ବେଗରେ ଗତି କରିଛି । ଉତ୍ତର…

ଆସନ୍ତା ଦୁଇ ଦିନ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (କେନ୍ୟୁଜ): କାଲିଠୁ ପୁଣି ବଢିବ ବର୍ଷାର ପରିମାଣ । ୧୩ ଓ ୧୪ ତାରିଖରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ପ୍ରଭାବରେ ୧୫ ତାରିଖ ଯାଏ…

ଲଗାଣ ବର୍ଷାରେ ଭିଜୁଛି ସାରା ଓଡ଼ିଶା , ଆଗାମୀ ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର (କେନ୍ୟୁଜ): ଲଗାଣ ବର୍ଷାରେ ଭିଜୁଛି ସାରା ଓଡ଼ିଶା । ଆଗାମୀ ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା। ପଶ୍ଚିମ ମିଆଁମାର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତରବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ…

ରାଜ୍ୟରେ ତୁହାକୁ ତୁହା ବର୍ଷା, ଆଜି ଅବପାତରେ ପରିଣତ ହେବ ଲଘୁଚାପ

ଭୁବନେଶ୍ୱର (କେନ୍ୟୁଜ): ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା । ତୁହାକୁ ତୁହା ବର୍ଷା ଚାଲିଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶକ୍ତିଶାଳୀ ହେବାରେ ଲାଗିଛି । େଓ୍ଵଲ ମାର୍କଡ ଲୋ ପ୍ରେସର ଆଜି ଅବପାତରେ ପରିଣତ ହେବ । ଏହାର ପ୍ରଭାବରେ ଆଗାମୀ ୪ ଦିନ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ…