Below header
Browsing Tag

low pressure

ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି: ୨୪ ଘଣ୍ଟାରେ ଲଘୁଚାପ

ଭୁବନେଶ୍ବର(କେନ୍ୟୁଜ୍): ଆଗାମୀ ୨୪ ଘଣ୍ଟାରେ ଲଘୁଚାପ। ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୭.୬ କିଲୋମିଟର ଉଚ୍ଚତା ଯାଏଁ ବ୍ୟାପିଛି। ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଏବଂ ତାର ପାର୍ଶ୍ୱବର୍ତ୍ତୀ…

ଆସୁଛି ଲଘୁଚାପ ସାଙ୍ଗକୁ ବଡ଼ ବର୍ଷା! ଆଜି ୮ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର(କେନ୍ୟୁଜ୍): ଆସୁଛି ଲଘୁଚାପ । ସାଙ୍ଗରେ ନେଇ ଆସୁଛି ବଡ଼ ବର୍ଷା । ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଅଧିକ ଘନୀଭୂତ ହୋଇ ଆଗାମୀ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଏକ ଲଘୁଚାପ କ୍ଷେତ୍ର।…

ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ, ୪୮ ଘଣ୍ଟାରେ ଲଘୁଚାପ ସମ୍ଭାବନା

କେନ୍ୟୁଜ୍(ବ୍ୟୁରୋ): ୪୮ ଘଣ୍ଟାରେ ଲଘୁଚାପ ସମ୍ଭାବନା । ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ । ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟାରେ ଉତ୍ତର ଓଡ଼ିଶା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି…

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ: ମୌସୁମୀ ବାୟୁ ସକ୍ରିୟ ହେବା ଆଶା

କେନ୍ୟୁଜ୍(ବ୍ୟୁରୋ):  ପୁଣି ଲଘୁଚାପ ସମ୍ଭାବନା । ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଚଳିତ ମାସ ୧୯ ତାରିଖ ସୁଦ୍ଧା ଲଘୁଚାପ ସୃଷ୍ଟି ହେବ । ଏହା ଦିନେ କି ଦୁଇ ଦିନ ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳକୁ ପ୍ରବେଶ କରିବ । ତେବେ ଦକ୍ଷିଣ-ପଶ୍ଚିମ…

ସୃଷ୍ଟି ହେଲା ଲଘୁଚାପ: ପରବର୍ତ୍ତୀ ୪୮ ଘଣ୍ଟାରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା

ଭୁବନେଶ୍ବର(କେନ୍ୟୁଜ): ସୃଷ୍ଟି ହେଲା ଲଘୁଚାପ । ଗତକାଲିର ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ପରବର୍ତ୍ତୀ…

ଆସନ୍ତାକାଲି ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ: ୮ରେ ଅବପାତ ସମ୍ଭାବନା, ଓଡ଼ିଶା ମୁହାଁ ହେବ କି…

ଭୁବନେଶ୍ବର (କେନ୍ୟୁଜ): ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସକ୍ରିୟ। ଆସନ୍ତାକାଲି ସୁଦ୍ଧା ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଲଘୁଚାପ କ୍ଷେତ୍ର କ୍ରମଶଃ ଉତ୍ତରପଶ୍ଚିମ ଦିଗରେ ଗତି କରିବ। ୮ ତାରିଖ ସକାଳ ସୁଦ୍ଧା ଏକ ଅବପାତରେ ପରିଣତ ହେବ। ତେବେ ସମ୍ଭାବ୍ୟ…

ଆଜି ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ପ୍ରଭାବରେ ୬ରୁ ଲଘୁଚାପ

କେନ୍ୟୁଜ: ଆଜି ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ୬ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ୪ ଦିନ ମଧ୍ୟରେ ଅବପାତ ସୃଷ୍ଟି ହେବ । ତେବେ ସମ୍ଭାବ୍ୟ ବାତ୍ୟା ନେଇ IMD ପକ୍ଷରୁ ସ୍ପଷ୍ଟ କରାଯାଇ ନାହିଁ । ଆଜି ଓ ଆସନ୍ତାକାଲି ଦକ୍ଷିଣ ଆଣ୍ଡାମାନ ସାଗର…

ଆସନ୍ତାକାଲି ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ୬ ତାରିଖରେ ଲଘୁଚାପ ସମ୍ଭାବନା!

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତାକାଲି ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ୬ ତାରିଖରେ ସମାନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ ଲଘୁଚାପ କ୍ଷେତ୍ର। ସମ୍ଭାବ୍ୟ ବାତ୍ୟା ନେଇ ମତ୍ସ୍ୟଜୀବୀଙ୍କ ପାଇଁ IMD…

ତାତିରୁ ମିଳିବ ତ୍ରାହି, ୫ରେ ହୋଇପାରେ ଲଘୁଚାପ

ଭୁବନେଶ୍ବର(କେନ୍ୟୁଜ୍):  ତାତିରୁ ମିଳିବ ତ୍ରାହି, ଦାନା ବାନ୍ଧୁଛି ଲଘୁଚାପ। ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା।ଆସନ୍ତା ମେ' ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ…

ଅସହ୍ୟ ତାତିରୁ ମିଳିବ ନିସ୍ତାର, ଦାନା ବାନ୍ଧୁଛି ଲଘୁଚାପ!

ଭୁବନେଶ୍ୱର (କେନ୍ୟୁଜ): ତାତିରୁ ମିଳିବ ନିସ୍ତାର, ଦାନା ବାନ୍ଧୁଛି ଲଘୁଚାପ। ୫ରେ ହୋଇପାରେ ଲଘୁଚାପ । ଆସନ୍ତା ମେ' ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟାରେ ସମାନ ଅଞ୍ଚଳରେ ଏକ…

ଆସନ୍ତା ୭ରେ ଲଘୁଚାପ ! ୬ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନବର୍ତ୍ତୀ ଅଞ୍ଚଳର ଘୂର୍ଣ୍ଣିବଳୟ ସୃଷ୍ଟିର…

କେନ୍ୟୁଜ୍(ବ୍ୟୁରୋ):  ଆସନ୍ତା ୭ରେ ଲଘୁଚାପ ସମ୍ଭାବନା । ଆସନ୍ତା ୬ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନବର୍ତ୍ତୀ ଅଞ୍ଚଳର ଉପରିଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ଭିତରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର…

ବଙ୍ଗୋପସାଗରରେ ପୁଣି ଲଘୁଚାପ, ଜାଣନ୍ତୁ ଓଡ଼ିଶା ଉପରେ ପଡିବ କି ନାହିଁ ପ୍ରଭାବ

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ଲଘୁଚାପ । ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଶ୍ରୀଲଙ୍କାର ଟ୍ରନିକମାଲେ ଠାରୁ ୧୮୦ କିମି ତାମିଲନାଡୁ ନାଗାପଟ୍ଟନମ ଠାରୁ ୩୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଆସନ୍ତା ୧୨ ଘଣ୍ଟା ମଧ୍ୟରେ ନେଇପାରେ ଡିପ ଡିପ୍ରେସନର ରୂପ ନେବାର…