ଲକ୍ଷ୍ନୌରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ, ୩ ନାବାଳିକା ସହିତ ୫ ମୃତ
ଲକ୍ଷ୍ନୌରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ହୋଇ ୫ ଜଣଙ୍କ ମୃତ୍ୟୁ ହୋଇଥିବା ଖବର ମିଳିଛି । ଏହି ଦୁର୍ଘଟଣାରେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ଲକ୍ଷ୍ନୌର କାକୋରୀ ଅଞ୍ଚଳରେ ଏହି ଅଘଟଣ ଘଟିଛି । ମୃତକଙ୍କ ମଧ୍ୟରେ ୩ ଜଣ ନାବାଳିକା ସାମିଲ ରହିଛନ୍ତି ।
ସୂଚନା ମୁତାବକ, ମଙ୍ଗଳବାର ରାତି ପ୍ରାୟ…