ମାସ ଆରମ୍ଭରୁ ଗ୍ରାହକଙ୍କୁ ଆଶ୍ୱସ୍ତି, କମିଲା ଏଲପିଜି ସିଲିଣ୍ଡର ଦାମ୍
ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ଆଶ୍ୱସ୍ତି । କମିଲା କର୍ମସିଆଲ ଏଲପିଜି ସିଲିଣ୍ଡର ଦାମ୍ । ଆଜି ଦିଲ୍ଲୀରେ ସିଲିଣ୍ଡର ୩୦ ଟଙ୍କା ଶସ୍ତା ହୋଇଛି । ଦିଲ୍ଲୀରେ ୧୬୭୬ ଟଙ୍କାରେ ମିଳୁଥିବା ସିଲିଣ୍ଡର ଏବେ ୧୬୪୬ ଟଙ୍କାରେ ଗ୍ରାହକଙ୍କୁ ମିଳିବ ।
କୋଲକାତା ଏବଂ ମୁମ୍ବାଇ, ଚେନ୍ନାଇରେ ୩୧…