ମାସ ଆରମ୍ଭରୁ ଝଟକା: ପୁଣି ବଢିଲା ଏଲପିଜି ସିଲିଣ୍ଡର ଦାମ୍
ନୂଆଦିଲ୍ଲୀ : ବଢିଲା ଏଲପିଜି ଦର। ଡିସେମ୍ବର ମାସ ଆରମ୍ଭରୁ ଅଏଲ ମାର୍କେଟିଙ୍ଗ କମ୍ପାନୀଗୁଡିକ କମର୍ସିଆଲ ଏଲପିଜି ସିଲିଣ୍ଡର ପିଛା ୪୧ ଟଙ୍କା ବୃଦ୍ଧି କରିଛନ୍ତି ।
ରାଜଧାନୀ ଦିଲ୍ଲୀରେ ଆଜିଠୁ ୧୯ କେଜି କମର୍ସିଆଲ ଏଲପିଜି ସିଲିଣ୍ଡର ୧୭୫୫.୫୦ ଟଙ୍କା ବଦଳରେ ୧୭୯୬.୫୦ ଟଙ୍କାରେ ମିଳିବ।…