Browsing Tag

lucky mole

ଶରୀରରେ ଏହି ଅଙ୍ଗରେ ଥିବା କଳାଜାଇ ହୋଇଥାଏ ବହୁତ ଶୁଭ, ସବର୍ଦା ରହିଥାନ୍ତି ସଫଳତାର ଶୀର୍ଷରେ

ସମସ୍ତଙ୍କ ଶରୀରରେ କଳାଜାଇ ଥାଏ। କଳାଜାଇ ମଣିଷର ସ୍ୱଭାବ ଓ ଗୁଣ ବିଷୟରେ ସୂଚନା ଦେବା ସହିତ ଭବିଷ୍ୟତ ସଂପର୍କରେ ମଧ୍ୟ କହିଥାଏ ବୋଲି ମାନ୍ୟତା ରହିଛି। ସେହିଭଳି ହସ୍ତରେଖା ବିଜ୍ଞାନରେ କିଛି କଳାଜାଇକୁ ଅଶୁଭ ଏବଂ କଷ୍ଟକାରୀ ବୋଲି ଧରାଯାଇଛି। କିନ୍ତୁ ଯଦି ଆପଣଙ୍କର ଏହି ଖାସ୍‌ ଅଙ୍ଗରେ…