Below header
Browsing Tag

ma birja

ଆଜି ପବିତ୍ର ତ୍ରିବେଣୀ ଅମାବାସ୍ୟା, ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କର ସ୍ୱନକ୍ଷତ୍ର ଦିବସ

ଯାଜପୁର ଟାଉନ : ଆଜି ପବିତ୍ର ତ୍ରିବେଣୀ ଅମାବାସ୍ୟା । ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କର ସ୍ୱନକ୍ଷତ୍ର ଦିବସ । ଏଥିପାଇଁ ମାଙ୍କୁ ଦର୍ଶନ କରିବା ଓ କୃପା ଭିକ୍ଷା କରିବା ପାଇଁ ଶ୍ରଦ୍ଧାଳୁଙ୍କର ଭିଡ ଦେଖିବାକୁ ମିିଳିଛି । ଏଥିପାଇଁ ମନ୍ଦିର ପରିସରରେ ସୃଷ୍ଟି ହୋଇଛି ଆଧ୍ୟାତ୍ମିକ…