ଶାରଦୀୟ ଦୁର୍ଗାପୂଜା ପାଇଁ ଚଳଚଞ୍ଚଳ ମା କଟକ ଚଣ୍ଡୀ ଓ ଗଡ଼ ଚଣ୍ଡୀଙ୍କ ପୀଠ, ଆରମ୍ଭ ହେଲା ଷୋଡ଼ଶ ଉପଚାର ପୂଜା ବିଧି
କଟକ(କେନ୍ୟୁଜ୍): ଶାରଦୀୟ ଦୁର୍ଗାପୂଜା ପାଇଁ ଚଳଚଞ୍ଚଳ ମା କଟକ ଚଣ୍ଡୀ ଓ ଗଡ଼ ଚଣ୍ଡୀ ଙ୍କ ପୀଠ। ଗତକାଲିଠାରୁ ଆରମ୍ଭ ହେଲା ଷୋଡ଼ଶ ଉପଚାର ପୂଜା ବିଧି। ସହସ୍ର କୁମ୍ଭାଭିଷେକ ସହ ଘଟ ସ୍ଥାପନ କରାଯାଇଛି। ଆଜି ମା କଟକ ଚଣ୍ଡୀ ଙ୍କର ସୁନାବେଶ । ସୁନାବେଶ ରେ ଦର୍ଶନ ଦେବେ ମା କଟକ ଚଣ୍ଡୀ।…