ମା କାତ୍ୟାୟନୀଙ୍କ ସ୍ୱରୂପ ଅତ୍ୟନ୍ତ ଭବ୍ୟ ଏବଂ ଦିବ୍ୟ, ପୂଜା କଲେ ଦୂର ହେବ ବିବାହ ବାଧା
ନବରାତ୍ରୀର ଷଷ୍ଠ ଦିନରେ ମା କାତ୍ୟାୟନୀଙ୍କୁ ପୂଜା କରାଯାଇଥାଏ । ଦେବୀ ଦୁର୍ଗାଙ୍କ ୯ଟି ସ୍ୱରୂପ ମଧ୍ୟରେ ମାଁ କାତ୍ୟାୟନୀଙ୍କ ପୂଜା କରିବା ଦ୍ୱାରା ଶୁଭ ଫଳ ପ୍ରାପ୍ତି ହୋଇଥାଏ । ମା’ ବହୁତ ଗୁଣବତୀ । ମା କାତ୍ୟାୟନୀ ଅମୋଘ ଫଳଦାୟିନୀ । ଏହି ଦିନ ସାଧକଙ୍କ ମନ ଆଜ୍ଞା ଚକ୍ରରେ ସ୍ଥିତ…