ନବରାତ୍ରିର ଅଷ୍ଟମୀ ତିଥି : ମାତା ସୀତା ଭଗବାନ ଶ୍ରୀରାମଙ୍କୁ ପାଇବା ପାଇଁ ମହାଗୌରୀଙ୍କୁ ପୂଜା କରିଥିଲେ
ନବରାତ୍ରି ଅଷ୍ଟମୀ ତିଥିରେ ମା’ ମହାଗୌରୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କ ପ୍ରତି ମା’ ମହାଗୌରୀ କଠୋର ପୂଜା କରିଥିଲେ ଯେଉଁଥି ପାଇଁ ତାଙ୍କ ଶରୀର କଳା ପଡିଯାଇଥିଲା। ଯେତେବେଳେ ଭଗବାନ ଶିବ ତାଙ୍କୁ ଦର୍ଶନ ଦେଇଥିଲେ ସେତେବେଳେ ତାଙ୍କ କୃପାରୁ ମା’ ମହାଗୌରୀଙ୍କ ଶରୀର ଅତ୍ୟନ୍ତ ଗୋରା…