Browsing Tag

maa samaleswari

ଧବଳମୁଖୀ ବେଶରେ ଦର୍ଶନ ଦେବେ ମା’ ସମଲେଶ୍ୱରୀ

ସମ୍ବଲପୁର(କେନ୍ୟୁଜ୍): ସମ୍ବଲପୁରର ଇଷ୍ଟଦେବୀ ମା’ ସମଲେଶ୍ୱରୀ ଆଜି ଭକ୍ତଙ୍କୁ ଧବଳମୁଖୀ ବେଶରେ ଦର୍ଶନ ଦେଉଛନ୍ତି । ବର୍ଷ ସାରା ସିନ୍ଦୁର ବର୍ଣ୍ଣରେ ଭକ୍ତଙ୍କୁ ଦର୍ଶନ ଦେଉଥିବା ମା’ କେବଳ ମହାଳୟା ଦିନ ଶ୍ୱେତବର୍ଣ୍ଣରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି । ମା’ଙ୍କ ଏହି ବେଶକୁ ଗଙ୍ଗା ଦର୍ଶନ ବେଶ…