Browsing Tag

Maa Tara Tarini Temple

ମା ତାରାତାରିଣୀଙ୍କ ମନ୍ଦିରରୁ ଚୋରି ଘଟଣା, ୬ ଜଣଙ୍କୁ ଗିରଫ କଲା ପୁରୁଷୋତ୍ତମପୁର ଥାନା ପୋଲିସ

ଗଂଜାମ: ଗଂଜାମର ଅଧିଷ୍ଠାତ୍ରୀ ଦେବୀ ମା ତାରାତାରିଣୀଙ୍କ ମନ୍ଦିରରୁ ଚୋରି ଘଟଣା । ଚୋରିରେ ସମ୍ପୃକ୍ତ ଥିବା ୬ ଜଣଙ୍କୁ ଗିରଫ କଲା ପୁରୁଷୋତ୍ତମପୁର ଥାନା ପୋଲିସ । ୬ ଜଣଙ୍କ ମଧ୍ୟରେ ରହିଛନ୍ତି ୪ ଜଣ ସେବାୟତ ଓ ୨ ଜଣ ରାତ୍ର ଜଗୁଆଳୀ ଅଛନ୍ତି । ଗିରଫ ଅଭିଯୁକ୍ତ ମାନେ ହେଲେ ରାତ୍ର ଜଗୁଆଳୀ…