Browsing Tag

madhya pradesh

Shajapur Bus Accident: ନିୟନ୍ତ୍ରଣ ହରାଇ ଡିଭାଇଡରରେ ପିଟି ହେଲା ଯାତ୍ରୀବାହୀ ବସ୍, ୨୯ ଜଣ ଆହତ

ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶର ଶାଜାପୁରରେ ଜାତୀୟ ରାଜପଥ-୫୨ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୨୯ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଯାତ୍ରୀବାହୀ ବସଟି ନିୟନ୍ତ୍ରଣ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି । ସୂଚନାନୁଯାୟୀ, ଯାତ୍ରୀମାନଙ୍କୁ ନେଇ ଯାଉଥିବା ବସଟି…

Rajgarh Bus Accident : ମଧ୍ୟପ୍ରଦେଶରେ ୩୦ ଫୁଟ ତଳକୁ ଖସିଲା, ୫ ମୃତ, ଅନେକ ଆହତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ରାଜଗଡ଼ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବ୍ୟାବରା ସହରର ଭୋପାଳ ବାଇପାସରେ ଏକ ଯାତ୍ରୀବାହୀ ବସ୍ ନିୟନ୍ତ୍ରଣ ହରାଇ ଓଲଟି ପଡ଼ିଥିଲା । ଏହି ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୨ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା…

Mahakal Temple: ବାବା ମହାକାଳଙ୍କ ମନ୍ଦିରରେ ହଙ୍ଗାମା, ସୁରକ୍ଷାକର୍ମୀଙ୍କ ସହ ହାତାହାତି

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ଉଜ୍ଜୟିନୀ ସ୍ଥିତ ପ୍ରସିଦ୍ଧ ଶ୍ରୀ ମହାକାଳେଶ୍ୱର ମନ୍ଦିରରେ ବୁଧବାର ଅପରାହ୍ନରେ ହଙ୍ଗାମା ସୃଷ୍ଟି ହୋଇଛି । କିଛି ଲୋକ ମନ୍ଦିରର ସୁରକ୍ଷା ବ୍ୟବସ୍ଥା ଏବଂ ନିର୍ଦ୍ଧାରିତ ଦର୍ଶନ ବ୍ୟବସ୍ଥାକୁ ଭାଙ୍ଗିବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି । ଏହି ଘଟଣାର ଭିଡିଓ ମଧ୍ୟ…

Chhindwara District Hospital : ଛିନ୍ଦୱାଡ଼ା ଜିଲ୍ଲା ହସ୍ପିଟାଲରେ ନବଜାତ ୱାର୍ଡରେ ଅଗ୍ନିକାଣ୍ଡ, ଜଣେ ମୃତ, ୨…

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ଛିନ୍ଦୱାଡ଼ା ଜିଲ୍ଲା ହସ୍ପିଟାଲରେ ନବଜାତ NICU ରେ ଅଗ୍ନିକାଣ୍ଡ ହୋଇଛି । ଶନିବାର ମଧ୍ୟରାତ୍ରିରେ ଏକ ୱାର୍ମର ମେସିନରେ ହଠାତ୍ ସ୍ପାର୍କିଂ ହୋଇ ନିଆଁ ଲାଗିଯାଇଥିଲା । ଫଳରେ ୱାର୍ଡରେ ଥିବା ତିନୋଟି ନବଜାତ ଶିଶୁ ଗୁରୁତର ଭାବେ ପୋଡ଼ି ଯାଇଛନ୍ତି । ଏମାନଙ୍କୁ…

Bhind Accident: ଗାଈକୁ ବଞ୍ଚାଇବାକୁ ଯାଇ ଟ୍ରକ୍ ସହ ଧକ୍କା ହେଲା ଯାତ୍ରୀବାହୀ ଗାଡି, ୮ ମୃତ ଓ ୨୨ ଆହତ

ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶର ଭିଣ୍ଡ ଜିଲ୍ଲାସ୍ଥିତ ୭୧୯ ନ୍ୟାସନାଲ ହାଇୱେର ଗୋହଦ ଚୌରାହା ଥାନା ଅଞ୍ଚଳର ଛିମକା ଗାଁ ନିକଟରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଗତକାଲି ବିଳମ୍ବିତ ରାତିରେ ଏକ ଯାତ୍ରୀବାହୀ ଗାଡ଼ି ଟ୍ରକ୍ ସହିତ ଧକ୍କା ଖାଇଥିଲା । ଫଳରେ ଏହି ଦୁର୍ଘଟଣାରେ ୮ଜଣଙ୍କର ମୃତ୍ୟୁ…

ପିକନିକ୍ ରୁ ଫେରି ରାସ୍ତାକଡ଼ରେ ଫଟୋ ଉଠାଉଥିଲେ ୫ ସାଙ୍ଗ, ଯମ ଭଳି ଆସି ଚାପିଦେଲା ଅଜଣା ଗାଡ଼ି

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ନରସିଂହପୁର ଜିଲ୍ଲାରେ ପିକନିକରୁ ଫେରୁଥିବା ୫ ସାଙ୍ଗକୁ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ଘଟଣାରେ ଜଣେ ଆହତ ହୋଇଛନ୍ତି । ଏମାନେ ସମସ୍ତେ ପିକନିକ୍ କରି ଫେରୁଥିବା ବେଳେ ହାଇୱେ କଡ଼ରେ ଗାଡ଼ି ରଖି ଫଟୋ ଉଠାଉଥିବା ବେଳେ ଦୁର୍ଘଟଣା ଘଟିଥିଲା । ଖବର ମୁତାବକ,…

ରାସ୍ତାରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା କାର୍, ପିଲା ସହିତ ୪ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ଉମରିୟା ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରାସ୍ତା କଡ଼ରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଇଛି କାର୍ । ଭୟଙ୍କର ଧକ୍କା ଯୋଗୁଁ ଗୋଟିଏ ପରିବାରରର ୪ ଜଣଙ୍କ ଜୀବନ ଚାଲିଯାଇଛି । ଖବର ମୁତାବକ, ଆଜି ସକାଳେ କୋତିୱାଲି ଥାନା ଅନ୍ତର୍ଗତ ଭରୋଲା ଗାଁ ନକିକଟରେ…

ମହରମ ଶୋଭାଯାତ୍ରାରେ ଅଘଟଣ, ବିଦ୍ୟୁତ ତାର ଲାଗି ୩ ମୃତ, ଅନେକ ଆହତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ରତଲାମ ଜିଲ୍ଲାରେ ଗୁରୁବାର ରାତିରେ ମହରମ ଶୋଭାଯାତ୍ରାରେ ବଡ଼ ଅଘଟଣ । ଶୋଭାଯାତ୍ରାରେ ଯାଉଥିବା ବେଳେ ଉଚ୍ଚ ବିଦ୍ୟୁତ ସଂପନ୍ନ ତାର ବାଜିବା ଯୋଗୁଁ ଚାରିଆଡେ କରେଣ୍ଟ ହୋଇଯାଇଥିଲା । ଫଳରେ ଶୋଭାଯାତ୍ରାରେ ଥିବା ଲୋକଙ୍କ ମଧ୍ୟରେ ୩ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ…

ଟ୍ରକକୁ ପଛରୁ ପିଟିଲା କାର୍, ନିଜ ଭୁଲ୍ ପାଇଁ ଚାଲିଗଲା ୪ ଜୀବନ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ମନ୍ଦସୌର ଜିଲ୍ଲା ସୀତାମଉ ଥାନା ଅର୍ନ୍ତଗତ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସ ୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସ ୱେରେ ଏକ ଦ୍ରୁତଗାମ କାର୍ ଟ୍ରକରେ ପିଟିହୋଇଥିଲା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, କାର୍ ଟି ସଂପୂର୍ଣ୍ଣ…

ପୂଜା କରିବାକୁ ଗଲା ବେଳେ ଓଲଟିଲା ଟ୍ରାକ୍ଟର ଟ୍ରଲି, ୬ ମୃତ, ୪୦ରୁ ଅଧିକ ଆହତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶରେ ଭୟଙ୍କର ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ୬ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ଅନ୍ୟ ୪୦ ଜଣ ଆହତ ହୋଇଛନ୍ତି । ଟ୍ରାକ୍ଟର ଟ୍ରଲି ଓଲଟିବା କାରଣରୁ ଏହି ଅଘଟଣ ଘଟିଛି । ଟ୍ରାକ୍ଟରର ମୋଟ୍ ୫୦ ଜଣ ଲୋକ ଥିଲେ । ସମସ୍ତେ ପୂଜା କରିବା ପାଇଁ ଏକ ଗାଁକୁ ଯାଉଥିଲେ । ଏହି…

ଧସିଲା ନିର୍ମାଣାଧୀନ କୂଅ, ୫ ଶ୍ରମିକ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ପନ୍ନା ଜିଲ୍ଲା ଅଜୟଗଢ ଥାନା ଅଞ୍ଚଳରେ ବଡ଼ ଅଘଟଣ । ଅଜୟଗଢ ଥାନା ଅନ୍ତର୍ଗତ ଗ୍ରାମ ବିହାରପୁରୱାରେ ନିର୍ମାଣାଧୀନ କୂଅ ଧସିବା ଯୋଗୁଁ ୫ ଜଣ ଶ୍ରମିକଙ୍କ ଜୀବନ ଚାଲିଯାଇଛି । ସମସ୍ତ ଶ୍ରମିକ ଖୋଳା ହୋଇଥିବା କୂଅରୁ ବାଲି କାଢୁଥିଲେ । କିନ୍ତୁ ହଠାତ୍ ମାଟି ଧସିବା…

ତ୍ବିଶାଙ୍କର ହେବ ଦ୍ବିତୀୟ ପୋଷ୍ଟମର୍ଟମ, ଆତ୍ମସମର୍ପଣ ପାଇଁ ପହଞ୍ଚିଲେ ସ୍ବାମୀ ସମର୍ଥ

ମଧ୍ୟପ୍ରଦେଶ : ଭୋପାଳରେ ଘଟିଥିବା ବହୁଚର୍ଚ୍ଚିତ ତ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ନୂଆ ମୋଡ଼ । ତ୍ବିଶାଙ୍କର ହେବ ଦ୍ବିତୀୟ ଥର ବ୍ୟବଚ୍ଛେଦ । ମଧ୍ୟପ୍ରଦେଶ ହାଇକୋର୍ଟ ଦେଲେ ଅନୁମତି । କୋର୍ଟ ତ୍ବିଶାଙ୍କ ବ୍ୟବଚ୍ଛେଦ ପାଇଁ ଦିଲ୍ଲୀ ଏମ୍ସରୁ ଏକ ଟିମ ଭୋପାଳ ପଠାଇବାକୁ କହିଛନ୍ତି ।  ତ୍ୱିଶାଙ୍କ…