Browsing Tag

maha astami puja

ଆଜି ମଣ୍ଡପରେ ଜଗତଜନନୀ ମାଆ ଦୁର୍ଗାଙ୍କ ମହାଅଷ୍ଟମୀ ପୂଜା, ପୀଠରେ ଚାଲିଛି ମହାନବମୀ

ଭୁବନେଶ୍ବର(କେନ୍ଯୁଜ୍): ଧରାବତରଣ କରିଛନ୍ତି ମାଆ ଦୁର୍ଗା। ଆଜି ମଣ୍ଡପରେ ଜଗତଜନନୀ ମାଆ ଦୁର୍ଗାଙ୍କ ଅଷ୍ଟମୀ ପୂଜା। ବିଲ୍ଵବରଣ ପରେ ମାଆଙ୍କ ଚକ୍ଷୁଦାନ କରାଯାଇଛି। ଏପଟେ ପୀଠରେ ମାଆଙ୍କ ମହାନବମୀ ପୂଜା ଚାଲିଛି। ବେଦମନ୍ତ୍ର ପାଠରେ କମ୍ପୁଛି ପରିବେଶ। ହେଲେ କରୋନା କଟକଣା ପାଇଁ ଭକ୍ତମାନେ…

ଆଜି ପୀଠରେ ଜଗଜ୍ଜନନୀ ମା’ ଦୁର୍ଗାଙ୍କ ମହାଅଷ୍ଟମୀ ପୂଜା, କଟକଣା ଭିତରେ ଚାଲିଛି ସମସ୍ତ ବ୍ଯବସ୍ଥା

ଭୁବନେଶ୍ବର: ଧରାବତରଣ କରିଛନ୍ତି ଜଗଜ୍ଜନନୀ ମା’ ଦୁର୍ଗା । ମାଙ୍କ ଆଗମନକୁ ସମସ୍ତଙ୍କ ଅପେକ୍ଷା । ଗତକାଲି ପୀଠରେ ସପ୍ତମୀ ହୋଇଥିବା ବେଳେ ଆଜି ମହାଅଷ୍ଟମୀ। ସେହିପରି ମଣ୍ଡପରେ ମୃଣ୍ମୟୀ ଦେବୀଙ୍କ ବିଲ୍ଵବରଣ ପରେ ଆଜି ସପ୍ତମୀ ପୂଜା । ଏଥିପାଇଁ କଟକରେ ସମସ୍ତ ମୃଣ୍ମୟୀ ଦେବୀଙ୍କ ମଣ୍ଡପରେ…