ସରିଲା ମହାକୁମ୍ଭ ମେଳା, ମହାଶିବରାତ୍ରୀରେ ସଂଗମରେ ସ୍ନାନ କଲେ ହୋଇଥାଏ ମୋକ୍ଷପ୍ରାପ୍ତି
ଆଜି ସରିଲା ପ୍ରୟାଗରାଜରେ ଦୀର୍ଘ ୪୫ ଦିନ ଧରି ଚାଲିଥିବା ମହାକୁମ୍ଭ । ଆଜି ଶେଷ ଦିନରେ ଏକ କୋଟି ବତିଶ ଲକ୍ଷ ବୁଡ଼ ପକାଇଛନ୍ତି । ସୋମବାର ସନ୍ଧ୍ୟା ସୁଦ୍ଧା ୬୩ କୋଟି ୩୬ ଲକ୍ଷରୁ ଅଧିକ ଶ୍ରଦ୍ଧାଳୁ ପବିତ୍ର ବୁଡ଼ ପକାଇସାରିଲେଣି । ବିଶ୍ବାସ ରହିଛି ମହାଶିବରାତ୍ରୀରେ ସଂଗମରେ ସ୍ନାନ କଲେ…