ନବରାତ୍ରିର ଅଷ୍ଟମ ଦିନରେ ମା’ ମହାଗୌରୀଙ୍କୁ କରନ୍ତୁ ପୂଜା, ଆର୍ଥିକ ସମସ୍ଯା ଦୂର ହେବା ସହିତ ମିଳିବ ମନ ପସନ୍ଦର ବର
ନବରାତ୍ରି ଅଷ୍ଟମୀ ତିଥିରେ ମା’ ମହାଗୌରୀଙ୍କୁ ପୂଜା କରାଯାଏ। ଭଗବାନ ଶିବଙ୍କ ପ୍ରତି ମା’ ମହାଗୌରୀ କଠୋର ପୂଜା କରିଥିଲେ ଯେଉଁଥି ପାଇଁ ତାଙ୍କ ଶରୀର କଳା ପଡିଯାଇଥିଲା। ଯେତେବେଳେ ଭଗବାନ ଶିବ ତାଙ୍କୁ ଦର୍ଶନ ଦେଇଥିଲେ ସେତେବେଳେ ତାଙ୍କ କୃପାରୁ ମା’ ମହାଗୌରୀଙ୍କ ଶରୀର ଅତ୍ୟନ୍ତ ଗୋରା…