ମହାକାଳପଡ଼ାରେ ମେଗା ଷ୍ଟିଲ ପ୍ଳାଣ୍ଟ ପାଇଁ ଜମି ଅଧିଗ୍ରହଣ ପ୍ରକ୍ରିୟା ତ୍ୱରାନ୍ୱିତ
କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ାରେ ମେଗା ଷ୍ଟିଲ ପ୍ଳାଣ୍ଟ ପ୍ରତିଷ୍ଠା ପାଇଁ ଜମି ଅଧିଗ୍ରହଣ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ବ୍ୟକ୍ତିଗତ ଜମି ଅଧିଗ୍ରହଣ କରାଯିବାକୁ ଲକ୍ଷ୍ୟ ରଖାଯାଇଛି । ଏହି କ୍ରମରେ ଜମି ଅଧିଗ୍ରହଣ…