ପୁରୀରେ ପିତୃପୁରୁଷଙ୍କୁ ଦିଆଯାଉଛି ପିଣ୍ଡଦାନ, ଶ୍ରୀଜିଉମାନଙ୍କର ଆଜିଠୁ ଆରମ୍ଭ ହେବ ଗୁପ୍ତଗୁଣ୍ଡିଚା ନୀତି
ପୁରୀ : ଆଜି ହେଉଛି ପବିତ୍ର ମହାଳୟା ଅମାବାସ୍ୟା । ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ ଭାବେ ପାଳନ କରାଯାଇଥାଏ । ଯେଉଁ ତିଥିରେ ଯାହାଙ୍କର ପିତା ମୃତ୍ୟୁବରଣ କରିଥାନ୍ତି ସେହି ତିଥିରେ ଶ୍ରାଦ୍ଧ ଦେବାର ପରମ୍ପରା ରହିଛି । ଯେଉଁ…