ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ପରଲୋକ, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ
ରାୟଗଡ଼ା (କେନ୍ୟୁଜ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡମ୍ବରୁଧର ଉଲାକାଙ୍କ ଦେହାନ୍ତ । ୮୭ ବର୍ଷ ବୟସରେ ତାଙ୍କର ମୃତ୍ୟୁ ଘଟିଛି । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଥିବା ସୂଚନା ମିଳିଛି । ଗତକାଲି ରାତି୧୦ଟା ୫୦ ମିନିଟ୍ ସମୟରେ ତାଙ୍କର ଦେହାନ୍ତ ହୋଇଥିଲା । ସେ କଂଗ୍ରେସ ଟିକେଟରେ ରାୟଗଡ଼ା ଜିଲ୍ଲା ବିଷମକଟକରୁ ୭ ଥର ବିଧାୟକ ଭାବେ ବିଧାନସଭାକୁ…
Read More...