Browsing Tag

mahasnana

ଶ୍ରୀମନ୍ଦିରରେ ଭିତରକାଠ ନିକଟରେ ରକ୍ତଛିଟା, ସମ୍ପନ୍ନ ହୋଇଛି ଶ୍ରୀଜିଉଙ୍କର ମହାସ୍ନାନ

ପୁରୀ: ଶ୍ରୀମନ୍ଦିରରେ ଭିତରକାଠ ନିକଟରେ ରକ୍ତଛିଟା । ଯାହାପରେ ଶ୍ରୀଜିଉଙ୍କର ହୋଇଛି ମହାସ୍ନାନ। ଫଳରେ ସକାଳ ନୀତିରେ ସାମାନ୍ୟ ବିଳମ୍ବ ହୋଇଥିଲା। ମହାସ୍ନାନ ନୀତି ସମ୍ପନ୍ନ ପରେ ପୁଣି ସାଧାରଣ ଭକ୍ତଙ୍କୁ ଦର୍ଶନ ପାଇଁ ଛଡ଼ାଯାଇଛି। ପରମ୍ପରା ଅନୁସାରେ ଶ୍ରୀମନ୍ଦିର ଗର୍ଭଗୃହରେ ରକ୍ତ ଛିଟା…